Categories: ରାଜ୍ୟ

ମାଲକାନଗିରିରେ ଲଗାଣ ବର୍ଷା, ବିଭିନ୍ନ ନଦୀରେ ବଢିବାରେ ଲାଗିଛି ଜଳସ୍ତର

ମାଲକାନଗିରି(କେନ୍ଯୁଜ୍) : ମାଲକାନଗିରି ଜିଲ୍ଲାରେ ଲଗାଣ ବର୍ଷା ଫଳରେ ବିଭିନ୍ନ ନଦୀର ଜଳସ୍ତର ବଢିବାରେ ଲାଗିଛି। ପାଙ୍ଗମ, ସପ୍ତଧାରା ଓ କୋରକୋଣ୍ଡା ନଦୀରେ ଜଳସ୍ତର ବଢିବାରେ ଲାଗିଛି। ପାଙ୍ଗାମା ନଦୀରେ ୫ଫୁଟ ଉଚ୍ଚର ପାଣି ଚାଲୁଛି। ଫଳରେ ବାଲିମେଳାରୁ ମାଲକାନଗିରି ଓ କାଲିମେଳାରୁ ମାଲକାନଗିରି ମଧ୍ୟରେ ଯୋଗାଯୋଗ ବିଛିନ୍ନ ହୋଇଯାଇଛି।

ପ୍ରବଳ ବର୍ଷାରେ ବାଲିମେଳା ଜଳଭଣ୍ଡାର ମଧ୍ୟ ବଢିବାରେ ଲାଗିଛି। ଫଳରେ ଜାନବାଇ ଗାଁରେ ପାଣି ପଶିଛି। ମେଡିକାଲ ଭିତରେ ପାଣି ଲହଡି ମାରୁଛି। ଓଡ୍ରାଫର ୧୧ଜଣିଆ ଟିମ୍‌ କୋରାପୁଟରେ ପହଞ୍ଚି  ସ୍ଥିତି ଉପରେ ନଜର ରଖିଛନ୍ତି। ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା ଗ୍ରହଣ କରାଯାଇଛି।

KNews Bureau

Recent Posts

ଅସ୍ତରଙ୍ଗ ଜାହାନିଆରେ ଜମିଥିଲା ହଜାର ହଜାର ପର୍ଯ୍ୟଟକଙ୍କ ଭିଡ, ଝାଉଁ ଜଙ୍ଗଲରେ ମଜା କହିଲେ ନସରେ

କାକଟପୁର(କେନ୍ୟୁଜ): ଓଡ଼ିଶାର ପାରମ୍ପରିକ ପର୍ବ ରଜ । ଏଥିପାଇଁ ଗାଁ ଠାରୁ ସହର ସବୁଠାରେ ଖୁସିର ମାହୋଲ ଦେଖିବାକୁ ମିଳିଥିଲା…

3 mins ago

ଖୁବ ଶୀଘ୍ର ଲଞ୍ଚ ହେବାକୁ ଯାଉଛି Xiaomi MIX Fold 4, ମିଳିବ ସାଟେଲାଇଟ୍ କନେକ୍ଟିଭିଟି ଫିଚର୍ସ

ସାଓମି ହେଉଛି ଭାରତର ଏକ ଲୋକପ୍ରିୟ ସ୍ମାର୍ଟଫୋନ୍ କମ୍ପାନୀ । ସାରା ଦେଶରେ ଲକ୍ଷ ଲକ୍ଷ ଲୋକ ସାଓମି ସ୍ମାର୍ଟଫୋନ୍…

27 mins ago

ଦିଲ୍ଲୀ ଏୟାରପୋର୍ଟରେ ବିଦ୍ୟୁତ୍‌ କାଟ୍‌ ; ସିଷ୍ଟମ ଠପ୍‌, ବିମାନ ଉପରେ ପ୍ରଭାବ, ଯାତ୍ରୀ ହନ୍ତସନ୍ତ

ରାଜଧାନୀ ଦିଲ୍ଲୀରେ ବିଜୁଳି କାଟ୍‌ ହେବା ଯୋଗୁଁ ସବୁ କାର୍ଯ୍ୟରେ ପ୍ରଭାବ ପଡିଛି । ବିଜୁଳି କାଟ ହେବା ଯୋଗୁଁ…

31 mins ago

ଆର୍ଟ ଅଫ୍ ଗିଭିଙ୍ଗ, ଓଡିଆ ଫିଲ୍ମ ଓ ଟେଲିଭିଜନ ଡାଇରେକ୍ଟର ଆସୋସିଏସନ ପକ୍ଷରୁ ଛତା ବଣ୍ଟନ

ଭୁବନେଶ୍ୱର : ଡକ୍ଟର ଅଚ୍ୟୁତ ସାମନ୍ତଙ୍କ ଏକ ଅଭିନବ ପ୍ରୟାସ ହେଉଛି ଆର୍ଟ ଅଫ୍ ଗିଭିଙ୍ଗ । ଯାହାକି ପ୍ରତିବର୍ଷ…

32 mins ago

କଳହର କରୁଣ ପରିଣତି, ସ୍ତ୍ରୀର ବେକ କାଟିଲା ସ୍ୱାମୀ

ନୀଳଗିରି : ଘରୋଇ କଳହର କରୁଣ ପରିଣତି । ସ୍ତ୍ରୀର ବେକ କାଟି ମାରିବାକୁ ଉଦ୍ୟମ କଲା ସ୍ୱାମୀ। ବାଲେଶ୍ୱର…

52 mins ago

ଆଇସକ୍ରିମ ଭିତରୁ କଟା ମଣିଷ ଆଙ୍ଗୁଠି ମିଳିବା ପରେ ଏବେ ବାହାରିଛି ଜୀବନ୍ତ ବିଛା

ଆଇସିକ୍ରିମ୍‌ କାହାର ବା ପସନ୍ଦ ନୁହେଁ । ପିଲାଠୁ ବୁଢ଼ା ସମସ୍ତଙ୍କର ପସନ୍ଦ ଆଇସିକ୍ରିମ୍‌ । ବିଶେଷ କରି ଏହି…

57 mins ago