Categories: ରାଜ୍ୟ

ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ, ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିବ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଆଜିଠୁ ତିନି ଦିନ ଧରି ନିସ୍ତାର ନାହିଁ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର, ପଶ୍ଚିମ ଓ ଦକ୍ଷିଁ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ୧୨ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହାପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ। ଗତ ୨୪ଘଣ୍ଟା ମଧ୍ୟରେ ଚାନ୍ଦବାଲି ଓ ସମ୍ବଲପୁରରେ ୯ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଗତକାଲିଠୁ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଫଳରେ ବିଭିନ୍ନ ନଦୀ ଜଳସ୍ତର ବଢିବାରେ ଲାଗିଛି।

KNews Bureau

Recent Posts

ମାସକ ଭିତରେ ମୁକୁଳା ଡ୍ରେନରେ ପଡ଼ିବ ସ୍ଲାବ, ସପ୍ତାହ ଭିତରେ ସରିବ ବାରିକେଡ କାମ: BMC କମିଶନର

ଭୁବନେଶ୍ୱର  : ବାରମ୍ବାର ମୁକୁଳା ଡ୍ରେନରେ ଅଘଟଣ ପରେ ତତ୍ପର ପ୍ରାଶସନ । ମାସକ ଭିତରେ ମୁକୁଳା ଡ୍ରେନ ଉପରେ…

3 mins ago

ପାଇରେଟସ ଅଫ ଦ କ୍ୟାରିବିୟନ ଷ୍ଟାର ତମାୟୋ ପେରୀଙ୍କ ପରଲୋକ, ଶାର୍କ ଆଟାକରେ ଚାଲିଗଲା ଜୀବନ

ହଲିଉଡର ଲୋକପ୍ରିୟ ଅଭିନେତା ତମାୟୋ ପେରୀଙ୍କ ମୃତ୍ୟୁ । ଶାର୍କ ଆକ୍ରମଣ କରିବାକୁ ମାତ୍ର ୪୯ ବର୍ଷ ବୟସରେ ତମାୟୋଙ୍କ…

5 mins ago

ଦିଲ୍ଲୀ: ମଧ୍ୟରାତ୍ରିରେ ଘରେ ଲାଗିଲା ଭୟଙ୍କର ନିଆଁ, ଅଣନିଃଶ୍ୱାସୀ ହୋଇ ଚାଲିଗଲା ପରିବାରର ୪ ଜୀବନ

ରାଜଧାନୀ ଦିଲ୍ଲୀର ପ୍ରେମ୍‌ ନଗରରେ ଘଟିଛି ଏକ ଭୟାବହ ଅଗ୍ନିକାଣ୍ଡ । ଏଠାରେ ଘରେ ନିଆଁ ଲାଗି ପରିବାରର ୪…

40 mins ago

ଟି୨୦ ବିଶ୍ୱକପ : ବାଂଲାଦେଶକୁ ହରାଇ ସେମିଫାଇନାଲରେ ଏଣ୍ଟ୍ରି କଲା ଆଫଗାନିସ୍ତାନ, ୮ ରନରେ ମ୍ୟାଚ ହାତେଇଲା ରାଶିଦ ବାହିନୀ

ଆଇସିସି ଟି୨୦ ବିଶ୍ୱକପ ସେମିଫାଇନାଲରେ ପ୍ରବେଶ କରିଛି ଆଫଗାନିସ୍ତାନ । ବାଂଲାଦେଶକୁ ଡିଏଲଏସ ନିୟମରେ ହରାଇ ସେମିରେ ପ୍ରବେଶ କରିଛି…

51 mins ago

ବର୍ଷା ହେଲେ ଅଯୋଧ୍ୟା ରାମ ମନ୍ଦିର ଛାତରୁ ଗଳୁଛି ପାଣି, ଚିନ୍ତା ପ୍ରକଟ କଲେ ମୁଖ୍ୟ ପୁରୋହିତ

ଅଯୋଧ୍ୟା: ସବୁ ପ୍ରତୀକ୍ଷାର ଅନ୍ତ ଘଟି ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଙ୍କ ପ୍ରାଣ ପ୍ରତିଷ୍ଠା ହୋଇସାରିଥିବାବେଳେ, ପ୍ରଭୁ ଶ୍ରୀରାମ ଅଯୋଧ୍ୟା ମନ୍ଦିରରେ…

1 hour ago

ରିଲ୍ସ ପାଇଁ ବିପଜ୍ଜନକ ଷ୍ଟଣ୍ଟ, ସମୁଦ୍ରରେ ପାଣିରେ ବୁଡ଼ିଲା ମହିନ୍ଦ୍ରା ଥାର

ଆପଣ ପ୍ରତ୍ୟେକ ଦିନ ଅନେକ ରିଲ୍ସ ନିଶ୍ଚିତ ଦେଖୁଥିବେ । ଲୋକମାନେ ରିଲ୍ସ କରିବା ପାଇଁ ନିଜ ଜୀବନକୁ ବାଜି…

1 hour ago