Below header

ମନସୁନ୍ ଟ୍ରାପ୍ ସୃଷ୍ଟି ପ୍ରଭାବରେ, ରାଜ୍ୟରେ ଲଗାଣ ବର୍ଷା ଜାରି

ଭୁବନେଶ୍ବର (କେନ୍ୟୁଜ୍) : ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରୁ ଉତ୍ତର ପୂର୍ବ ଦିଗକୁ ଏକ ମନସୁନ୍ ଟ୍ରାପ୍ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଗତକାଲି ରାତିରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ପାଣିପାଗ ବିଭାଗର ସୂଚନା, ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ୫ ଦିନ ଧରି ବର୍ଷା ଲାଗି ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.