Below header

ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ପ୍ରଭାବରେ ଆଜିଠୁ ୩ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍) : ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ଆଜିଠୁ ୩ ଦିନ ଯାଏଁ ପ୍ରବଳ ବର୍ଷା ହେବ। ବିଶେଷକରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.