ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ, ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଭ୍ୟନ୍ତରୀଣ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ସହିତ ମୌସୁମୀ ସକ୍ରିୟ ହେବା ପରେ ଉତ୍ତର ପଞ୍ଜାବଠୁ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଟ୍ରପ ଲାଇନ୍‌ ।

ଏହାର ପ୍ରଭାବରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ସ୍ୱଳରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏ ସମୟରେ ଘଡଘଡି ସହ ବର୍ଷା ହୋଇପାରେ । ଏଥର ଜୁନ୍‌ ୧ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ୱାଭାବିକ ଠାରୁ ୩୯ ପ୍ରତିଶତ ଅଧିକ ବର୍ଷା ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.