ଆଜି ରାଜ୍ୟର ହେବ ପ୍ରବଳ ବର୍ଷା, ୫ ଚିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ

ଓଡ଼ିଶାରେ ସକ୍ରିୟ ହେବ ଦକ୍ଷିଣ-ପଶ୍ଚିମ ମୌସୁମା ବାୟୁ। ଆଜି ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ନୂଆପଡା, କଳାହାଣ୍ଡି, ନବରଙ୍ଗପୁର, ମୟୁରଭଞ୍ଜ ଓ ଯାଜପୁର। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଛି। ଏହାପରେ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ଓ ଖରାଟିଆ ପାଗ ରହିବ। ସେହିପରି ୨୫ ତାରିଖ ଦିନ ରାଜ୍ୟର କିଛି କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇପାରେ। ଜୁନ୍ ମାସରେ ସ୍ୱାଭାବିକ ଠାରୁ ଅଧିକ ରହିଛି ବର୍ଷା ପରିମାଣ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.