Below header

ଆସନ୍ତା ୬ ଓ ୭ରେ ପ୍ରବଳ ବର୍ଷା, ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା

ଭୁବନେଶ୍ବର(କେନ୍ୟୁଜ୍): ଆସନ୍ତା ୨୪ ଘଣ୍ଟା ଭିତରେ ସାରା ରାଜ୍ୟରେ ବଡ ବର୍ଷା ହେବା ନାହିଁ । ୬ ତାରିଖରୁ ବର୍ଷାର ପରିମାଣ ବଢ଼ିବ । ୮ ତାରିଖ ବେଳକୁ ବର୍ଷା କମିଯିବ । ଏଭଳି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଉତ୍ତର ଉପକୂଳ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଆସନ୍ତା ଦୁଇ ଦିନ ଭିତରେ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ଲାଗି ରହିବ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.