କାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା

ଭୁବନେଶ୍ୱର (କେନ୍ୟୁଜ) : ଆସନ୍ତା ୨୦ ଯାଏଁ ବର୍ଷା ଆଲର୍ଟ। କାଲିଠୁ ୪ ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା। ୧୯ ତାରିଖ ପାଇଁ ୧୨ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍ଗାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ବୌଦ୍ଧ, କନ୍ଧମାଳକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.