Below header

ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିଝଡ ସାଙ୍ଗକୁ ଝଡତୋଫାନ ସମ୍ଭାବନା, ୟେଲୋ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟରେ ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନା ଜାରି କରିଛି।

ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ଅର୍ଥାତ୍‌ ସେପ୍ଟେମ୍ବର ୮ ତାରିଖ ଭିତରେ ଓଡିଶାର କେତେକ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣି ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ବାହାରକୁ ନ ବାହାରିବା ପାଇଁ ଲୋକମାନଙ୍କୁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.