Below header

ଆସନ୍ତା ୧୫-୧୭ରେ ଓଡ଼ିଶାରେ ପ୍ରବଳ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ଦୁର୍ବଳ ମୌସୁମୀ ଓ ନିଅଣ୍ଟିଆ ବର୍ଷା ଭିତରେ ଏକ ଭଲ ଖବର, ଆସନ୍ତା ୧୫-୧୭ରେ ଓଡ଼ିଶାରେ ପ୍ରବଳ ବର୍ଷା। ଏହି ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଆସନ୍ତା ଅଗଷ୍ଟ ୧୫ ତାରିଖରେ ପଶ୍ଚିମକେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ନିକଟ ବଙ୍ଗୋପ ସାଗରରେ ଘୂର୍ଣ୍ଣି ବଳୟ ଯୋଗୁଁ, ତା ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।

ଫଳରେ ଓଡ଼ିଶା ଓ ଉପକୂଳ ଆନ୍ଧ୍ରରେ ବ୍ୟାପକ ବର୍ଷା ହେବା ସମ୍ଭାବନା ରହିଛି। ତେଣୁ ୧୫ରୁ ୧୭ ତାରିଖ ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅନୁମାନ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.