Below header

ପାଣିପାଗ ବିଭାଗର ଅକାଳନ, ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟରେ ଲଗାଣ ବର୍ଷା ସମ୍ଭାବନା

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା । ଆଜି ମୟୂରଭଞ୍ଜ, କୋରାପୁଟ, କନ୍ଧମାଳ, ମାଲକାନଗିରି, ନବରଂଗପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବ । ଆସନ୍ତାକାଲି କୋରାପୁଟ, ନବରଗଂପୁର, ନୂଆପଡ଼ା ଓ କଳାହଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୨୨ ତାରିଖରୁ ବର୍ଷା ପରିମାଣ ବଢ଼ିବ । ଦକ୍ଷିଣ ଓଡିଶାର ଅଧିକାଂଶ ଜିଲ୍ଲା ଅଧିକ ବର୍ଷାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.