ଚାଷୀ ଭାଇମାନଙ୍କ ପାଇଁ ଖୁସି ଖବର, ଅଗଷ୍ଟ ୪ରୁ ରାଜ୍ୟରେ ହେବ ପ୍ରବଳ ବର୍ଷା

କେନ୍ୟୁଜ୍(ବ୍ୟୁରୋ):  ବର୍ଷା ଦିନେ ଗ୍ରୀଷ୍ଣ  ଭଳି ଉତ୍ତାପ ସମସ୍ୟାରୁ ମିଳିବ ମୁକ୍ତି।  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଅଗଷ୍ଟ ୪ରେ  ରାଜ୍ୟରେ  ବର୍ଷିବା ନେଇ ଆକଳନ କରିଛି ଅରଞ୍ଚଳିକ ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷା ନେଇ ଅଧିକାଂଶ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆଜିଠାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ଆସୁଥିଲେ ମଧ୍ୟ ରାଜ୍ୟରେ ମୌସୁମୀ ବର୍ଷା ଜାରି ରହିବାନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.