ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ ଜାରି, ବିଭିନ୍ନ ବ୍ଲକର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ କରାଯାଇଛି ସ୍ଥାନାନ୍ତର

ଯାଜପୁର: ବାତ୍ୟା ୟସ୍‌ ପ୍ରଭାବରେ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ସାଙ୍ଗକୁ ପବନ। ଜିଲ୍ଲାର ଯାଜପୁର, ଦଶରଥପୁର, ବିଂଝାରପୁର, ବରୀ ଓ କୋରେଇ ବ୍ଲକର ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି।

କେବଳ ଦଶରଥପୁର ବ୍ଲକରୁ ୭ହଜାର ଲୋକଙ୍କୁ ଅଣାଯାଇଛି। ଉଦ୍ଧାର କାର୍ଯ୍ୟରେ ପୋଲିସ, ଅଗ୍ନିଶମ ବାହିନୀ, NDRF , ODRAF ଓ ଅଗ୍ନିଶମ ବାହିନୀ ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.