ବାତ୍ୟା ଜଓ୍ଵାଦ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା, ଅଭୟାରଣ୍ୟ ଭିତରେ ଥିବା ଲୋକଙ୍କ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ

ବାରିପଦା(କେନ୍ଯୁଜ୍): ବାତ୍ୟା ଜଓ୍ଵାଦ ପ୍ରଭାବରେ ଶିମିଳିପାଳରେ ପ୍ରବଳ ବର୍ଷା । ଗତ ୧୨ ଘଣ୍ଟା ମଧ୍ୟରେ ଶିମିଳିପାଳ ଅଭୟାରଣ୍ୟର ଭଞ୍ଜବସାରେ ୧୫ ମିମି ବର୍ଷା ରେକର୍ଡ ହୋଇଛି। ଠାକୁରମୁଣ୍ଡାରେ ସର୍ବନିମ୍ନ ବର୍ଷା ରେକର୍ଡ ହୋଇଛି।

ବାତ୍ୟା ଜୱାଦ ପାଇଁ ଦୁଇଦିନ ବନ୍ଦ ରହିଛି ଶିମିଳିପାଳ ଅଭୟାରଣ୍ୟ । ଶିମିଳିପାଳ ଅଭୟାରଣ୍ୟ ଭିତରେ ଥିବା ଲୋକଙ୍କ ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ପ୍ରସ୍ତୁତ କରାଯାଇଛି। ସେମାନଙ୍କ ସୁରକ୍ଷା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଥିବା ଶିମିଳିପାଳ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.