Categories: ରାଜ୍ୟ

ପ୍ରବଳ ଥଣ୍ଡାରେ ଥରୁଛି ସାରା ଓଡ଼ିଶା : ଆଜିଠୁ ଆହୁରି ବଢିବ ଜାଡ , ତିନି ଦିନ ଯାଏ କରିବ କଲବଲ

ଭୁବନେଶ୍ବର(କେନ୍ୟୁଜ୍): ଜାଡ଼ରେ ଥରୁଛି ସାରା ଓଡ଼ିଶା । ଗାଁରୁ ସହର, ଉପକୂଳରୁ ଉପାନ୍ତ ସବୁଠି ଶୀତର ପ୍ରକୋପ । କିଛି ସ୍ଥାନରେ ବରଫପାତ ହେଉଛି । ଗାଡ଼ି ଗୁଡ଼ିକ ଉପରେ ବରଫ ଜମି ରହିଥିବା ଦେଖିବାକୁ ମିଳିଛି । ଲଗାତାର ୬ଦିନ ଧରି ରାଜ୍ୟରେ ଲାଗି ରହିଛି ଏଭଳି ସ୍ଥିତି । ରାତିରେ ପାରଦ ୩ରୁ ୪ ଡିଗ୍ରୀ ହ୍ରାସ ପାଉଥିବା ବେଳେ ସକାଳୁ କୁହୁଡି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି । ଲୋକେ ନାହିଁ ନଥିବା ଅସୁବଧା ଭୋଗୁଛନ୍ତି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜିଠୁ ଶୀତର ପ୍ରକୋପ ଆହୁରି ବଢିବ । ତିନି ଦିନ ଯାଏ ପ୍ରବଳ ଶୀତ ଅନୁଭୂତ ହେବ । କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଅଧିକ ଶୀତ ଅନୁଭୂତ ହେବ । ଜିଲ୍ଲାର ଆଭ୍ୟନ୍ତରୀଣ ଓ ପାହାଡିଆରେ ଅଞ୍ଚଳରେ ସ୍ଥିତି ଅଧିକ ସଂଗୀନ ହେବ । ପ୍ରବଳ ଶୀତରୁ ରକ୍ଷା ପାଇବା ପାଇବା ପାଇଁ ଲୋକେ ନିଆ ପୁଉଁଛନ୍ତି । ଥଣ୍ଡା ଯୋଗୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି ।

 

 

 

KNews Bureau

Recent Posts

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

3 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

5 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

46 mins ago

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା, ବୁଡିଲା କାର୍‌ ଓ ବସ୍‌

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

1 hour ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

1 hour ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

1 hour ago