କେନ୍ୟୁଜ୍(ବ୍ୟୁରୋ): ଜାନୁଆରୀରୁ ପୁଣି ଥରେ କଡାକଡି ହେବ ଚେକିଂ। ଦୁଇ ଚକିଆ ଯାନରେ ପଛରେ ବସୁଥିବା ଲୋକ ହେଲେମେଟ ପିନ୍ଧିବା ବାଧ୍ୟତାମୂଳକ। ବର୍ତ୍ତମାନ ଚେକିଂ ସହ ଲୋକମାନଙ୍କୁ ସଚେତନ କରାଯାଉଛି । ୨୦୧୯ରେ ସଂଶୋଧିତ ମୋଟର ଯାନ ଆଇନ କେନ୍ଦ୍ର ସରକାର ଆଣିଛନ୍ତି । କରୋନା ପାଇଁ ଏହାକୁ କୋହଳ କରାଯାଇଥିଲା ।
ମାତ୍ର ସୁପ୍ରିମକୋର୍ଟଙ୍କ କମିଟି ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବା ପରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଏପରି ନିଷ୍ପତ୍ତି ନିଆଯାଇଛି । ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଏହି ସୂଚନା ଦେଇଛନ୍ତି।
ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…
ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…
ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…
ଭାରତୀୟ ଟିମ୍ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…
ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…