Categories: ରାଜ୍ୟ

ବିନା ହେଲମେଟରେ ବାଇକ ଚାଳକଙ୍କୁ ଓଭରବ୍ରିଜ ମନା, ନିର୍ଦ୍ଦେଶ ପରେ ବିଭିନ୍ନ ସ୍ଥାନରେ ଚେକିଂ ଜୋରଦାର

ଭୁବନେଶ୍ବର (କେନ୍ୟୁଜ୍): ବିନା ହେଲମେଟ୍‌ରେ ବାଇକ ଚାଳକଙ୍କୁ ଓଭରବ୍ରିଜ ମନା । ଏନେଇ ଏନ୍‌ଏଚ୍‌ରେ ଥିବା ପ୍ରତି ବ୍ରିଜ ନିକଟରେ ଲାଗିଛି ଖୋର୍ଦ୍ଧା ଜିଲ୍ଲାପାଳଙ୍କ ନୋଟିସ । ବିନା ହେଲମେଟରେ ବ୍ରିଜ ଉପରେ ବାଇକ୍‌ ଆରୋହୀଙ୍କୁ ଯିବା ମନା ହୋଇଥିବା ନୋଟିସରେ ଉଲ୍ଲେଖ ହୋଇଛି । ବରମୁଣ୍ଡା ଠାରୁ ରସୁଲଗଡ ପର୍ଯ୍ୟନ୍ତ ଗତ ଏକ ମାସ ମଧ୍ୟରେ ୧୨ଟି ସଡକ ଦୁର୍ଘଟଣା ହୋଇଛି । ଯେଉଁଥିରେ ୮ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି ।

ଏହାକୁ ରୋକିବା ପାଇଁ ଗତ ସୋମବାର ଖୋର୍ଦ୍ଧା ଜିଲ୍ଲାପାଳ ବିନା ହେଲମେଟରେ ବାଇକ୍‌ ଆରୋହୀମାନେ ଓଭରବ୍ରିଜ ଉପରେ ଯାଇ ପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦେଇଥିଲେ । ନିର୍ଦ୍ଦେଶ ପରେ ଗତକାଲି ବିଭିନ୍ନ ସ୍ଥାନରେ ଚେକିଂ ଜୋରଦାର କରାଯାଇଥିଲା ।

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

5 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

12 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

28 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

34 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

47 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago