ରାଜ୍ୟ

ଭୁବନେଶ୍ବରରେ ଡ୍ରିମ ଗାର୍ଲ, ସାଲିଆସାହିରେ ବିଜେପି ପାଇଁ କ୍ୟାମ୍ପେନ ଆରମ୍ଭ କଲେ ହେମା ମାଳିନୀ

ଭୁବନେଶ୍ବର (କେନ୍ୟୁଜ): ଭୁବନେଶ୍ବରରେ ଡ୍ରିମ ଗାର୍ଲ । ଓଡ଼ିଶାରେ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ଡ୍ରିମ ଗାର୍ଲ ହେମା ମାଳିନୀ । ବିଜେପି ପାଇଁ ଆରମ୍ଭ କରିଛନ୍ତି କ୍ୟାମ୍ପେନ। ପ୍ରଥମେ ଭୁବନେଶ୍ବର ସାଲିଆ ସାହିରେ ପ୍ରଚାର କରିଛନ୍ତି । ତାଙ୍କ ସହ ଉତ୍ତର ବିଧାୟକ ପ୍ରାର୍ଥୀ ପ୍ରିୟଦର୍ଶୀ ଓ ସାଂସଦ ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ସାମିଲ ଥିଲେ । ପରେ କଟକ ସଦର ନିର୍ବାଚନମଣ୍ଡଳୀର କିଶନନଗର ଏବଂ ଅପରାହ୍ଣ ୩ଟା ୩୦ରେ ପିପିଲିରେ ରୋଡ ସୋ କରିବେ ହେମା ମାଳିନୀ । କାଲି ପାଲଲହଡ଼ା, ଦେବଗଡ଼ରେ କ୍ୟାମ୍ପେନ କରିବେ। ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ହେମା କହିଛନ୍ତି ଓଡ଼ିଶାର ବିକାଶ ପାଇଁ ଏବେ ଡବଲ ଇଞ୍ଜିନ ସରକାର ଦରକାର।

 

Barsha

Recent Posts

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

27 mins ago

ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ, ଆଜି ଓ ଆସନ୍ତାକାଲି ଶପଥ ନେବେ

ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…

29 mins ago

ବିହାର: ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ିଲା ନବନିର୍ମିତ ବ୍ରିଜ୍‌, ୧୨ କୋଟି ଟଙ୍କା ବ୍ୟୟରେ ହୋଇଥିଲା ତିଆରି

ଉଦ୍‌ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍‌ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍‌ ମଙ୍ଗଳବାର ଭୁଶୁଡ଼ି…

33 mins ago

ନଦୀରେ ଗାଧୋଇବା ସମୟରେ ବୁଡି ତିନି ନାବାଳକ ମୃତ, ନାବାଳକ ସମସ୍ତେ ଗୋଟିଏ ପରିବାରର

କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…

38 mins ago

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ, ଉତ୍ସବମୁଖର ଶ୍ରୀକ୍ଷେତ୍ର

ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…

41 mins ago

ସାଇକେଲ ବ୍ୟବହାର କରିବା ପାଇଁ ସମସ୍ତଙ୍କୁ ଅପିଲ୍‌ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର(କେନ୍ୟୁଜ୍‌): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…

53 mins ago