ରାଜ୍ୟ

ଓଡ଼ିଶାକୁ ରେଳ ଅନୁଦାନ: ପୂର୍ବତଟ ରେଳପଥ ପାଇଁ ୯୭୩୪ କୋଟି ଟଙ୍କା ମଞ୍ଜୁର

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ୨୦୨୨-୨୩ ପାଇଁ ବଜେଟ୍‌ ଘୋଷଣା କରିଛନ୍ତି। ଚଳିତ ବଜେଟ୍‌ରେ ପୂର୍ବତଥ ରେଳପଥ ପାଇଁ ୯୭୩୪ କୋଟି ଟଙ୍କା ମଞ୍ଜୁର ହୋଇଛି। ଏଥିରୁ ୩୧୭.୧୮ କୋଟି ଟଙ୍କା ନୂଆ ରେଳ ପଥ ପାଇଁ ମଞ୍ଜୁର ହୋଇଥିବା ବେଳେ ୧୮୬୧.୧୪ କୋଟି ରେଳ ପଥକୁ ଦୋହରୀକରଣ ପାଇଁ ମଞ୍ଜୁରୀ ପାଇଛି।

୨୦୨୨-୨୩ ରେଳ ବଜେଟ୍‌ରେ ଓଡ଼ିଶା ପାଇଁ ୫,୦୬୩.୦୧ କୋଟି ଟଙ୍କା ଅନୁଦାନ ମିଳିଛି। ଖୋର୍ଦ୍ଧା ରୋଡ୍‌-ବଲାଙ୍ଗିର ରେଳପଥ ପାଇଁ ୮୯୧.୧୨ କୋଟି ଅନୁଦାନ ମିଳିଛି। ସେହିପରି ଜୟପୁର-ମାଲକାନଗିରି ରେଳପଥ ପାଇଁ ୧୩ କୋଟି ୮୦ ଲକ୍ଷ ଟଙ୍କା ମଞ୍ଜୁର ହୋଇଛି। ଜୟପୁର-ନବରଙ୍ଗପୁର ରେଳପଥ ପାଇଁ ୪୬ କୋଟି ଅନୁଦାନ ମିଳିଥିବା ବେଳେ ଅନୁଗୁଳ-ସୁକିନ୍ଦା ରେଳପଥ ପାଇଁ ୪୭୫ କୋଟି ମିଳିଛି। ସେହିପରି ହରିଦାସପୁର-ପାରାଦୀପ ରେଳପଥ ପାଇଁ ୮୫ କୋଟି ମଞ୍ଜୁରୀ ହୋଇଥିବା ବେଳେ ତାଳଚେର-ବିମଳାଗଡ଼ ରେଳପଥ ପାଇଁ ୨୫୦ କୋଟି ଅନୁଦାନ ମଞ୍ଜୁର କରାଯାଇଛି।

WCW 11

Recent Posts

ଗାଡ଼ି ଚଲାଇବା ସମୟରେ ମୋବାଇଲରେ ହେଉଥିଲେ କଥା, ଗାଡ଼ି ସହ ମୋବାଇଲ୍ ଜବତ

ଭୁବନେଶ୍ୱର : ଅମାନିଆଙ୍କୁ କମିସନରେଟ ପୋଲିସର ଆକ୍ସନ । ଗାଡ଼ି ଚଲାଇବା ସମୟରେ ମୋବାଇଲରେ କଥା ହେଉଥିବା ବେଳେ ଗାଡ଼ି…

4 mins ago

ସର୍ଜରୀ ପରେ ମହିଳାଙ୍କ ପେଟରୁୁ ବାହାରିଲା ୨.୫ କେଜିର ଚୁଟି

ଆଜିକାଲି ରୋଗରେ ପିଡ଼ିତ ହେବା ସାଧାରଣ କଥା ହୋଇଗଲାଣି । ଷ୍ଟୋନ୍‌ ଆଉ ଟ୍ୟୁମର ପ୍ରାୟତଃ ସମସ୍ତଙ୍କୁ ହେଉଛି ।…

11 mins ago

ଅରୁଣାଚଳ ପ୍ରଦେଶରେ ବାଜି ମାରିଲା ବିଜେପି, ୪୬ ସିଟରେ ମିଳିଲା ବିଜୟ

ଅରୁଣାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ ବାଜି ମାରିଛି ବିଜେପି । ବିଜେପି ପୁଣିଥରେ ଅରୁଣାଚଳ ପ୍ରଦେଶରେ ୪୬ ସିଟରେ ବିଜୟ…

16 mins ago

ଏହି ସବୁ ଜୀବ ଘର ପାଇଁ ହୋଇଥାନ୍ତି ଅଶୁଭ, ଦେଇଥାନ୍ତି ବିପତ୍ତିର ସଙ୍କେତ

ଯେତେବେଳେ ବି ଆମେ କୌଣସି କାର୍ଯ୍ୟ କରିବା ପାଇଁ ବାହାରିଥାଉ, ଆମ ମୂଳ ଉଦ୍ଦେଶ୍ୟ ହୋଇଥାଏ ସେହି କାର୍ଯ୍ୟକୁ ସଂପୂର୍ଣ୍ଣ…

20 mins ago

ଗତକାଲି ଡ୍ୟୁଟି ସାରି ଘରକୁ ଫେରିଥିଲେ, ଆଜି ଡାକ୍ତରଙ୍କ ମିଳୁନି ପତ୍ତା

କାଲିମେଳା : ଘରେ ମୋବାଇଲ ଆଉ ବାଇକ୍ ଅଛି । ହେଲେ ଘରେ ନାହାଁନ୍ତି ଡାକ୍ତର ବାବୁ । ଗତକାଲି…

34 mins ago

ନାକରେ ଟାଇପିଂ କରି ହାସଲ କଲେ ଗିନିଜ୍‌ ଓ୍ଵାର୍ଲ୍ଡ ରେକର୍ଡ, ଚାରିଆଡ଼େ ହେଉଛି ଚର୍ଚ୍ଚା

ଅନେକ ଲୋକ ଏପରି ଅଛନ୍ତି ଯେଉଁମାନଙ୍କ ଟାଇଫିଂ ସ୍ପିଡ୍‌ ବହୁତ ଅଧିକ ରହିଥାଏ । ଆପଣ ବି କେବେ ନା…

47 mins ago