Below header

ଅନୁଭବଙ୍କ ଛାଡ଼ପତ୍ର ଆବେଦନର ଶୁଣାଣି ଶୀଘ୍ର ଶେଷ କରିବାକୁ କଟକ ପରିବାର ଅଦାଲତକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

୩ ମାସ ମଧ୍ୟରେ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ପରିବାର ଅଦାଲତରେ ଜୁଲାଇ ୩୧ ସୁଦ୍ଧା ସରିବ ଜେରା ପ୍ରକ୍ରିୟା। ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ ନିର୍ଦେଶ ଦେଲେ ହାଇକୋର୍ଟ।

କଟକ(କେନ୍ୟୁଜ): ବର୍ଷା ଅନୁଭବ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ଅନୁଭବଙ୍କ ଛାଡ଼ପତ୍ର ଆବେଦନର ଶୁଣାଣି ଶୀଘ୍ର ଶେଷ କରିବାକୁ କଟକ ପରିବାର ଅଦାଲତକୁ ନିର୍ଦ୍ଦେଶ। ୩ ମାସ ମଧ୍ୟରେ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ପରିବାର ଅଦାଲତରେ ଜୁଲାଇ ୩୧ ସୁଦ୍ଧା ସରିବ ଜେରା ପ୍ରକ୍ରିୟା। ୪ ସପ୍ତାହ ମଧ୍ୟରେ ଜବାବ ସୁଆଲ ଶେଷ କରିବାକୁ ନିର୍ଦେଶ ଦେଲେ ହାଇକୋର୍ଟ। ଏହି ମାମଲାର ତ୍ୱରିତ ଶୁଣାଣି ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ସାଂସଦ ଅନୁଭବ ମହାନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.