ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ହାଇକୋର୍ଟରୁ ନିରାଶ

ସିବିଆଇ କୋର୍ଟରେ ହାଜର ହେବାକୁ ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସେ ସିବିଆଇ କୋର୍ଟରେ ହାଜର ହେଉନାହାନ୍ତି । ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ସିବିଆଇ କୋର୍ଟ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛନ୍ତି ।

ଭୁବନେଶ୍ୱର(କେନ୍ୟୁଜ୍‌): ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରା ହାଇକୋର୍ଟରୁ ନିରାଶ । ସିବିଆଇ କୋର୍ଟରେ ହାଜର ହେବାକୁ ଶ୍ରଦ୍ଧାଞ୍ଜଳିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ସେ ସିବିଆଇ କୋର୍ଟରେ ହାଜର ହେଉନାହାନ୍ତି ।

ଏହାପରେ ଶ୍ରଦ୍ଧାଞ୍ଜଳିଙ୍କ ନାଁରେ ସିବିଆଇ କୋର୍ଟ ଜାମିନ ବିହୀନ ଗିରଫ ପରଓ୍ଵାନା ଜାରି କରିଛନ୍ତି । ପରବର୍ତ୍ତୀ ତାରିଖରେ ହାଜର ନ ହେଲେ ଗିରଫ ହେବେ ଶ୍ରଦ୍ଧାଞ୍ଜଳି ବେହେରା । ଓକିଲ ଜରିଆରେ ହାଜର ହେବା ପିଟିସନ୍‌କୁ ହାଇକୋର୍ଟ ନାକଚ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.