ଓସେପାର ମେଧା ତାଲିକା ଖାରଜ କଲେ ହାଇକୋର୍ଟ, ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ
ଓସେପାର ମେଧା ତାଲିକା ଖାରଜ। ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେରିଟ ଲିଷ୍ଟ ଖାରଜ କଲେ ହାଇକୋର୍ଟ। ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।
କଟକ (କେନ୍ୟୁଜ) : ଓସେପାର ମେଧା ତାଲିକା ଖାରଜ । ହାଇକୋର୍ଟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ ଓସେପାର ମେରିଟ ଲିଷ୍ଟ ଖାରଜ କଲେ ହାଇକୋର୍ଟ । ନିଯୁକ୍ତି ସର୍ତ୍ତାବଳୀ ଅନୁଯାୟୀ ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ସାନି ମେରିଟ୍ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ମାମଲାର ଶୁଣାଣି ଶେଷ ହୋଇ ସଂରକ୍ଷିତ ରହିଥିଲା ରାୟ । ଗତ ଜାନୁଆରୀ ୩୧ ତାରିଖରେ ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ ।