ରାଜ୍ୟରେ ମରୁଡି ସ୍ଥିତି ନେଇ ସାଢେ ୧୧ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ମରୁଡି ସ୍ଥିତି ନେଇ ଉଚ୍ଚସ୍ତରୀୟ ବୈଠକ। ସାଢେ ୧୧ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏସଆର୍‌ସି, ଜଳସମ୍ପଦ ବିଭାଗ ସଚିବ, ଅର୍ଥ ସଚିବ ଓ ଅଧିକାରୀ ସାମିଲ ହେବେ।

ରାଜ୍ୟରେ ଏପର୍ଯ୍ୟନ୍ତ ଯେତିକି ବର୍ଷା ହେବା କଥା ତାଠାରୁ ୩୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ରାଜ୍ୟରେ ୨୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।

Leave A Reply

Your email address will not be published.