ସମ୍ବଲପୁର (କେନ୍ୟୁଜ): ବଢୁଛି ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର । ଆଜି ପୁଣି ୨ଟି ଗେଟ ଖୋଲିଲା ହୀରାକୁଦ ଡ୍ୟାମ । ମୋଟ୍ ୨୪ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ। ଗତକାଲି ୨୨ଟି ଗେଟ୍ ଦେଇ ନିଷ୍କାସିତ ହେଉଥିଲା ବନ୍ୟାଜଳ। ଛତିଶଗଡ଼ ଉପରମୁଣ୍ଡରେ ବର୍ଷା ଲାଗିରହିଥିବାରୁ ହୀରାକୁଦ ଜଳଭଣ୍ଡାରକୁ ପୁଣି ବଢିଛି ବନ୍ୟାଜଳ ପ୍ରବେଶର ପରିମାଣ।
ସୂଚନା ଅନୁସାରେ ଲଘୁଚାପ ଯୋଗୁଁ କିଛିଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଉପର ମୁଣ୍ଡରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ତେବେ ନଦୀରେ ପାଣିର ପରିମାଣ ଅଧିକ ହେବାରୁ ହୀରାକୁଦ ଡ୍ୟାମର ଗେଟ୍ ଗୋଟିଏ ପରେ ଗୋଟିଏ ଖୋଲିବାକୁ ଲାଗିଛି ।
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…
ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…
ବିଗିଡ଼ିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କ ସ୍ୱାସ୍ଥ୍ୟାବସ୍ଥା । କୋର୍ଟ ରୁମ୍ରେ ତାଙ୍କ ସୁଗାର ସ୍ତର କମିଯାଇଥିବା ସୂଚନା ମିଳିଛି…