ପୁଣି ଉପର ମୁଣ୍ଡରେ ପ୍ରବଳ ବର୍ଷା, ୬ ଟି ଗେଟ୍ ଖୋଲିଲା ହୀରାକୁଦ

ପୁଣି ଗେଟ୍ ଖୋଲିଲା ହୀରାକୁଦ୍ । ହୀରାକୁଦର ୬ ଟି ଗେଟ୍ ଖୋଲାଯାଇଛି । ବାମ ପାର୍ଶ୍ୱର ୪, ଡାହଣ ପାର୍ଶ୍ୱର ୨ ଟି ଗେଟ୍ ଖୋଲଯାଇଛି । ପୂର୍ବରୁ ଉପର ମୁଣ୍ଡରେ ବର୍ଷା କମି ଯାଇଥିବା ହେତୁ ସମସ୍ତ ଗେଟ ବନ୍ଦ କରାଯାଇଥିଲା । ଏବେ ପୁଣି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ହୋଇଛି ।

ସମ୍ବଲପୁର (କେନ୍ୟୁଜ): ପୁଣି ଗେଟ୍ ଖୋଲିଲା ହୀରାକୁଦ୍ । ହୀରାକୁଦର ୬ ଟି ଗେଟ୍ ଖୋଲାଯାଇଛି । ବାମ ପାର୍ଶ୍ୱର ୪, ଡାହଣ ପାର୍ଶ୍ୱର ୨ ଟି ଗେଟ୍ ଖୋଲଯାଇଛି । ପୂର୍ବରୁ ଉପର ମୁଣ୍ଡରେ ବର୍ଷା କମି ଯାଇଥିବା ହେତୁ ସମସ୍ତ ଗେଟ ବନ୍ଦ କରାଯାଇଥିଲା । ଏବେ ପୁଣି ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳସ୍ତର ବୃଦ୍ଧି ହୋଇଛି । ତେବେ ଏନେଇ ଗେଟ୍‌ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା। ରାଜ୍ୟରେ ବନ୍ୟା ସ୍ଥିତି ନଥିବା ଗତ ୧୭ ତାରିଖରେ ଜଳସଂପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି କହିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.