ରାଜ୍ୟ

ରାଜଧାନୀରେ ହିଟ ଆଣ୍ଡ ରନ୍, ଶ୍ରମିକ ମୃତ, ରାଜମହଲ ଛକ ଫୁଟପାଥରେ ଶୋଇଥିବା ବେଳେ ମାଡ଼ିଗଲା କାର

ରାଜଧାନୀରେ ହିଟ ଆଣ୍ଡ ରନ୍ । ରାଜମହଲ ଛକ ଫୁଟପାଥରେ ଶୋଇଥିବା ଶ୍ରମିକଙ୍କ ଉପରେ ମାଡ଼ିଗଲା କାର। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏଭଳି ଘଟଣା । ଦୁର୍ଘଟଣାରେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ କ୍ୟାପିଟାଲ ହସ୍ପିଟାଲରେ ବ୍ୟବଚ୍ଛେଦ ପାଇଁ ରଖାଯାଇଛି। ମୃତକଙ୍କ ପରିଚୟ ମିଳିନାହିଁ । ମୃତକଙ୍କ ଫଟୋ ସାର୍ବଜନୀନ କରିଛି ପୋଲିସ। ଏପଟେ କାରକୁ ଧଉଳୀ ଥାନା ପୋଲିସ ଠାବ କରିଛି । କାରଟି ବିକାଶ ପାଲଙ୍କର । ସେ ଭୁବନେଶ୍ୱର ବାସିନ୍ଦା ବୋଲି ଜଣା ପଡ଼ିଛି ।

 

Niharanjan

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

20 mins ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

27 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

43 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

49 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

1 hour ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

2 hours ago