ଠାକୁରାଣୀ ଯାତ୍ରା ସମୟ ନିର୍ଘଣ୍ଟ, ପାରମ୍ପରିକ ରୀତିରେ ଲାଗିଲା ଶୁଭ ଖୁଣ୍ଟି

ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ଆଜି ବିଳମ୍ବିତ ରାତିରେ ପାରମ୍ପରିକ ରୀତିରେ ଶୁଭ ଖୁଣ୍ଟି ସ୍ଥାପନ ହୋଇଛି । ଏପ୍ରିଲ ୪ ମଧ୍ୟ ରାତ୍ରରୁ ଆରମ୍ଭ ହେବ ବୁଢ଼ି ଠାକୁରାଣୀ ଯାତ୍ରା । ଦେଶୀ ବେହେରା ସାହିକୁ ଯିବେ ମା ବୁଢ଼ୀ ଠାକୁରାଣୀ । ମେ ୧ ତାରିଖରେ ପୁଣି ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାଯାଇଛି ।

ବ୍ରହ୍ମପୁର(କେନ୍ୟୁଜ୍): ବ୍ରହ୍ମପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ଆଜି ବିଳମ୍ବିତ ରାତିରେ ପାରମ୍ପରିକ ରୀତିରେ ଶୁଭ ଖୁଣ୍ଟି ସ୍ଥାପନ ହୋଇଛି । ଏପ୍ରିଲ ୪ ମଧ୍ୟ ରାତ୍ରରୁ ଆରମ୍ଭ ହେବ ବୁଢ଼ି ଠାକୁରାଣୀ ଯାତ୍ରା । ଦେଶୀ ବେହେରା ସାହିକୁ ଯିବେ ମା ବୁଢ଼ୀ ଠାକୁରାଣୀ । ମେ ୧ ତାରିଖରେ ପୁଣି ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ ବୋଲି ଜଣାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.