ଭୁବନେଶ୍ୱର: ଭୁବନେଶ୍ୱରରେ ଭିଡ କମାଇବାକୁ ରାତିରେ ଖୋଲିବ ରାସନ ଦୋକାନ। ଆରମ୍ଭ ହୋଇଛି ହୋମ୍ ଡେଲିଭରି। ସକାଳ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଚାଲିବ ହୋମ୍ ଡେଲିଭରି। ଭୁବନେଶ୍ୱରରେ ୨୮ଟି ଷ୍ଟୋରରୁ ହେବ ହୋମ ଡେଲିଭରି। ଲୋକମାନେ ସାମାଜିକ ଦୂରତ୍ୱ ବଜାୟ ନରଖୁଥିବାରୁ କମିଶନରେଟ୍ ପୋଲିସ ଏଭଳି ପଦକ୍ଷେପ ନେଇଛି ।
ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…
ଲୋକସଭାରେ ବିରୋଧୀ ନେତା ହେବେ ରାହୁଲ ଗାନ୍ଧି । ଇଣ୍ଡିଆ ବ୍ଲକ୍ ଏହା ଉପରେ ମୋହର ମାରିଛି । କଂଗ୍ରେସର…
ପୁଣି ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା । ବାଚ୍ନିକ ଭୋଟରେ ନିର୍ବାଚିତ ହେଲେ ଓମ୍ ବିର୍ଲା…
ଆମେରିକାର ଲାସ୍ ଭେଗାସ୍ ସହରରେ ଥିବା ଏକ ଆପାର୍ଟମେଣ୍ଟ ପରିସରରେ ଆଖିବୁଜା ଗୁଳିମାଡ କଲା ଦୁର୍ବୃତ୍ତ । ଗୁଳିକାଣ୍ଡରେ ୫…
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…