Categories: ରାଜ୍ୟ

ଚୌଦ୍ୱାର ଜେଲ ଅଚାନକ ପରିଦର୍ଶନ କଲେ ଗୃହ ରାଷ୍ଟ୍ରମନ୍ତ୍ରୀ, ଜେଲ ସୁରକ୍ଷା ଓ ଅନ୍ତେବାସୀଙ୍କ ଅବସ୍ଥା ବୁଝିଲେ ମନ୍ତ୍ରୀ

ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ସରପ୍ରାଇଜ୍‌ ଭିଜିଟ୍‌। ଚୌଦ୍ୱାର କେନ୍ଦ୍ରୀୟ ଜେଲ ପରିଦର୍ଶନ କଲେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ଜେଲ ଅନ୍ତେବାସୀଙ୍କ ସୁବିଧା ଅସୁବିଧା ଜାଣିବା ସହ ଜେଲ୍‌ର ସୁରକ୍ଷା ବ୍ୟବସ୍ଥା, ସରକାରୀ ନିୟମର କଡ଼ାକଡ଼ି ପାଳନ ଓ ବନ୍ଦୀଙ୍କ କୋଠରୀ ବୁଲି ଦେଖିଛନ୍ତି। ଚୌଦ୍ୱାର ଜେଲକୁ ଏକ ଅତ୍ୟାଧୁନିକ ଜେଲରେ ପରିଣତ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ମନ୍ତ୍ରୀ। ଏହା ସହ ଆଠଗଡ଼ରେ ନିର୍ମିତ ଆଦର୍ଶ ଜେଲକୁ ଖୁବଶୀଘ୍ର କାର୍ଯ୍ୟକ୍ଷମ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ତାଙ୍କ ସହ ଥିଲେ କଟକ-ଚୌଦ୍ୱାର ବିଧାୟକ ସୌଭିକ ବିଶ୍ୱାଳ, ଜେଲ ବିଭାଗ ଡିଜି ମହେନ୍ଦ୍ର ପ୍ରତାପ, ଜେଲ ଡିଆଇଜି ଗୋପବନ୍ଧୁ ମଲ୍ଲିକ, କଟକ ଡିସିପି ଅଖିଳେଶ୍ୱର ସିଂଙ୍କ।

 

 

 

KNews Bureau

Recent Posts

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

3 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

9 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

23 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ଦିନ ୧୧ଟାରେ ଭୋଟିଂ

ନୂଆଦିଲ୍ଲୀ: ଆଜି ଲୋକସଭା ବାଚସ୍ପତି ନିର୍ବାଚନ । ସ୍ଵାଧୀନତା ପରେ ପ୍ରଥମ ଥର ପାଇଁ ଲୋକସଭା ବାଚିସ୍ପତି ପଦବୀ ପାଇଁ…

1 hour ago

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

9 hours ago