ବାରିପଦା କାଳୀମନ୍ଦିର ସାହିରେ ଥିବା ସ୍ଵର୍ଣ୍ଣଲକ୍ଷ୍ମୀ ଟେଣ୍ଟ ହାଉସରେ ଭୟାବହ ଅଗ୍ନିକାଣ୍ଡ

ଦୀପାବଳୀରେ ଅଘଟଣ। ବାରିପଦା କାଳୀମନ୍ଦିର ସାହିରେ ଥିବା ସ୍ଵର୍ଣ୍ଣଲକ୍ଷ୍ମୀ ଟେଣ୍ଟ ହାଉସରେ ଭୟାବହ ଅଗ୍ନିକାଣ୍ଡ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨ ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ।

ଦୀପାବଳୀରେ ଅଘଟଣ। ବାରିପଦା କାଳୀମନ୍ଦିର ସାହିରେ ଥିବା ସ୍ଵର୍ଣ୍ଣଲକ୍ଷ୍ମୀ ଟେଣ୍ଟ ହାଉସରେ ଭୟାବହ ଅଗ୍ନିକାଣ୍ଡ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨ ଟି ଗାଡି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ। ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ନଷ୍ଟ। କାଳୀପୂଜାରେ ସ୍କାଏ ଲଣ୍ଠନରୁ ଟେଣ୍ଟ ହାଉସରେ ଲାଗିଲା ନିଆଁ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ୨ଟି ଗାଡି ନିଆଁ ଲିଭା କାର୍ଯ୍ୟ ଜାରି ରଖିଥିବା ବେଳେ ଏ ପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇ ପାରିନାହିଁ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.