Below header

କାର୍ତ୍ତିକ ମାସରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରି ନିଜକୁ ଧନ୍ୟମାନେ କରୁଛନ୍ତି ଭକ୍ତ

ଧର୍ମ ମାସ କାର୍ତ୍ତିକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଭକ୍ତ ଶ୍ରଦ୍ଧାଳୁ ଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଶ୍ରୀ ମନ୍ଦିର ଭିତରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ।

ପୁରୀ(କେନ୍ୟୁଜ୍): ଧର୍ମ ମାସ କାର୍ତ୍ତିକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ହବିଷ୍ୟାଳିଙ୍କ ଭିଡ଼ । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରି ନିଜକୁ ଧନ୍ୟମାନେ କରୁଛନ୍ତି ଭକ୍ତ ।

ଭକ୍ତ ଶ୍ରଦ୍ଧାଳୁ ଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଶ୍ରୀ ମନ୍ଦିର ଭିତରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ।

ଆଜି ଭୋରୁ ୪ଟାରୁ ଶ୍ରୀ ମନ୍ଦିର ଦ୍ୱାର ଫିଟା ଯାଇ ଭିତର ଶୋଧ, ମଙ୍ଗଳ ଆଳତି, ଓ ମାଇଲମ ହୋଇ ବିଭିନ୍ନ ନୀତି ବଢ଼ିଛି । ମହା କର୍ତ୍ତୀକ ମାସରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀ କ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ବେଶ ଭିଡ଼ ଦେଖିବାକୁ ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.