ପୁରୀ (କେନ୍ୟୁଜ): ଆଜି ପବିତ୍ର ରଜ ସଂକ୍ରାନ୍ତି । ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ । ଭକ୍ତ ଶ୍ରଦ୍ଧାଳୁମାନେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଭିଡ଼ ଲଗାଇଛନ୍ତି । ତେବେ ଶ୍ରୀ ମନ୍ଦିର ଚାରି ଦ୍ୱାର ଖୋଲି ଥିଲେ ମଧ୍ୟ ଭକ୍ତ ଙ୍କ ଭିଡ଼ ଦେଖିବାକୁ ମିଳିଛି । ଆଜି ଭୋରୁ ମହାପ୍ରଭୁଙ୍କ ଦ୍ୱାର ଫିଟା ସହ ବିଭିନ୍ନ ନୀତି କାନ୍ତି ଅନୁଷ୍ଠିତ ହୋଇଛି । ବର୍ତ୍ତମାନ ମହାପ୍ରଭୁଙ୍କ ଅବକାଶ ନୀତି ଚାଲିଥିବାରୁ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି । ଯାହା ଫଳରେ ଲମ୍ବା ଲାଇନ ଶ୍ରୀ ମନ୍ଦିର ବାହାରେ ଦେଖିବାକୁ ମିଳିଛି ସେପଟେ ଚାରି ଦ୍ୱାର ଖୋଲା ହୋଇ ମଧ୍ୟ ଭକ୍ତମାନେ ଦର୍ଶନ ଲାଗି ଅନେକ ସମୟ ଧରି ଅପେକ୍ଷା କରି ରହିଥିବା ଦେଖିବାକୁ ମିଳିଛି ।
ଅନ୍ୟପଟେ କୃଷିଭିତ୍ତିକ ପର୍ବ ରଜକୁ ନେଇ ଉତ୍ସବ ମୁଖର ଗାଁଠୁ ସହର । ସକାଳୁ ସନ୍ଧ୍ୟା ଯାଏଁ ସବୁଠି ଚାଲିଛି ରଜ ମଉଜ । ଘରେ ଘରେ ମହକୁଛି ପିଠାର ବାସ୍ନା । ରଜର ଦ୍ବିତୀୟ ଦିନରେ ନୂଆ ଜାମା ପିନ୍ଧି ତରୁଣୀ ମାନେ ମନ୍ଦିର ଯାଇ ଭଗବାନଙ୍କୁ ଦର୍ଶନ କରିବା ପରେ ଏକାଠି ହୋଇ ଘରେ ଘରେ ବୁଲି ପିଠା ଖାଇବା ସହ ଦୋଳି ଖେଳି ରଜ ପାଳୁଛନ୍ତି । ଗାଁଠୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ସବୁଠାରେ ପାଳନ ହେଉଛି ରଜ ପର୍ବ ।
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…
ଭୁବନେଶ୍ୱର(କେନ୍ୟୁଜ୍): ଆଜି ଶପଥ ନେଇଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ଆଜି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନରେ…