Below header

ଦୟା ନଦୀରୁ କଙ୍କାଳ ଉଦ୍ଧାର, କାହାର ଏବଂ ଏଠାକୁ କିଭଳି ଆସିଲା ଅସ୍ପଷ୍ଟ

ଦୟା ନଦୀରୁ ମଣିଷ କଙ୍କାଳ ଉଦ୍ଧାର କରାଯାଇଛି । ଭୁବନେଶ୍ୱର ଉପକଣ୍ଠ ଧଉଳି ଖଟୁଆପଡ଼ା ଦୟା ନଦୀରୁ କଙ୍କାଳ ଉଦ୍ଧାର । କଙ୍କାଳକୁ ରଶିରେ ବନ୍ଧା ହୋଇଥିବାର ଦେଖିବାକୁ ମିଳିଛି ।

ଭୁବନେଶ୍ୱର (କେନ୍ୟୁଜ): ଦୟା ନଦୀରୁ ମଣିଷ କଙ୍କାଳ ଉଦ୍ଧାର କରାଯାଇଛି । ଭୁବନେଶ୍ୱର ଉପକଣ୍ଠ ଧଉଳି ଖଟୁଆପଡ଼ା ଦୟା ନଦୀରୁ କଙ୍କାଳ ଉଦ୍ଧାର । କଙ୍କାଳକୁ ରଶିରେ ବନ୍ଧା ହୋଇଥିବାର ଦେଖିବାକୁ ମିଳିଛି । କାହାର କଙ୍କାଳ ଏବଂ ଏଠାକୁ କିଭଳି ଆସିଲା ତାହା ଅସ୍ପଷ୍ଟ ରହିଛି । ଏନେଇ ପୋଲିସକୁ ଖବର ଦେଇଥିଲେ। ଧଉଳି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଏହା ହତ୍ୟାକାଣ୍ଡ ଜନିତ ଘଟଣା କିମ୍ବା ନଦୀରେ ବୁଡ଼ି ମୃତ୍ୟୁ ହୋଇଥିବା କୌଣସି ବ୍ୟକ୍ତିଙ୍କ କଙ୍କାଳ ହୋଇଥାଇ ପାରେ ବୋଲି ସନ୍ଦେହ କରୁଛି ପୋଲିସ।

 

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.