ରାଜ୍ୟ

ସ୍ତ୍ରୀ ମାଡ଼ରେ ଲହୁଲୁହାଣ ହେଲେ ସ୍ୱାମୀ, ଥାନାର ଦ୍ୱାରସ୍ଥ ହେଲେ ବାପ- ପୁଅ

ଭୁବନେଶ୍ୱର(କେ ନ୍ୟୁଜ):  ସ୍ତ୍ରୀ ମାଡ଼ରେ ଲହୁଲୁହାଣ ହେଲେ ସ୍ୱାମୀ । ସ୍ତ୍ରୀ ଠାରୁ ମାଡ଼ ଖାଇବା ପରେ ସ୍ୱାମୀଙ୍କ ଅବସ୍ଥା ଗୁରୁତର ଥିବା ଜଣାଯାଇଛି । ଛୁରୀ ଦ୍ୱାରା ଆକ୍ରମଣ କରାଯାଇଥିବା ନେଇ ଅଭିଯୋଗ ଆସିଛି । ମାଡ଼ ଖାଇବା ପରେ ସ୍ୱାମୀ ପୁଅ ଲକ୍ଷ୍ମୀସାଗର ଥାନାରେ ଦ୍ୱାରସ୍ଥ ହୋଇଛନ୍ତି । ଥାନାରେ ଏକ ଅଭିଯୋଗ ଫର୍ଦ୍ଦ ବି ଦାଖଲ କରିଛନ୍ତି ।

ସ୍ୱାମୀଙ୍କ ଅଭିଯୋଗ ମୁତାବକ ତାଙ୍କ ସ୍ତ୍ରୀ ଲକ୍ଷାଧିକ ଟଙ୍କାର ସୁଧ ଆଦାୟ କରି ଚଳିଥାନ୍ନ୍ତି । ପାରିପାର୍ଶ୍ବିକ ପରିସ୍ଥିତିରୁ ଅନୁମାନ କରାଯାଉଛିକି ହୁଏତ ଏହି କଥାକୁ ନେଇ ଉଭୟ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । ପରେ ଏହା ବଡ ଆକାର ଧାରଣ କରି ମାଡ ମରାମରି ହୋଇଥିଲା ।

KNews Bureau

Recent Posts

ନିର୍ବାଚନ ପରେ ସ୍ଥିତି ଜାହିର କଲେ ମାଓବାଦୀ, ଛକରେ ଲଗାଇଲେ ମାଓ ପୋଷ୍ଟର

କୋରାପୁଟ (କେନ୍ୟୁଜ); କୋରାପୁଟ ଜିଲ୍ଲା ବନ୍ଧୁଗାଁରେ ମାଓ ପୋଷ୍ଟର । ନିର୍ବାଚନ ପରେ ନିଜର ସ୍ଥିତି ଜାହିର ପାଇଁ ଲଗାଇଲେ…

10 mins ago

ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍, ୫୯ ଜଣ ରୋଗୀ ଚିହ୍ନଟ

ସମ୍ବଲପୁର(କେନ୍ୟୁଜ): ଏକ ଦଶନ୍ଧି ପରେ ସମ୍ବଲପୁର ମହାନଗର ଅଞ୍ଚଳରେ ପୁଣି ଫେରିଛି ଜଣ୍ଡିସ୍ । ଏହାକୁ ନେଇ ମହାନଗରବାସୀ ଚିନ୍ତାରେ…

14 mins ago

ଯୋଗ ଦିବସରେ କାଶ୍ମୀର ମହିଳାଙ୍କ ସହିତ ସେଲଫି ନେଲେ ମୋଦି, ଫଟୋ ଭାଇରଲ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ନ୍ତରାଷ୍ଟ୍ରୀୟ ଯୋଗ ଦିବସରେ ଜମ୍ମୁ କାଶ୍ମୀର ଶ୍ରୀନଗର ସ୍ଥିତ ଶେର-ଏ-କଶ୍ମୀର ଅର୍ନ୍ତରାଷ୍ଟ୍ରୀୟ ସମ୍ମେଳନ କେନ୍ଦ୍ର (SKICC)…

17 mins ago

ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ, ପଥରରେ ଛେଚି ଯୁବକଙ୍କୁ ହତ୍ୟା

କଣ୍ଟାବାଞ୍ଜି (କେନ୍ୟୁଜ); ପାରିବାରିକ କଳହକୁ ନେଇ ହତ୍ୟାକାଣ୍ଡ। ସିନ୍ଧେକେଲା ଥାନା ସାଲେବରଟ ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ…

30 mins ago

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ

ଭୁବନେଶ୍ୱର (କେନ୍ୟୁଜ) : ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ  ।  ଘର ମାଲିକଙ୍କୁ ହତ୍ୟା କଲା ଭଡ଼ାଟିଆ ।  ଭୁବନେଶ୍ବର ତମାଣ୍ଡୋରେ…

47 mins ago

କିଟ୍ ରେ ଯୋଗ ଦିବସ ପାଳିତ, ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ ବୋଲି କହିଲେ ଡକ୍ଟର ସାମନ୍ତ

ଭୁବନେଶ୍ୱର (କେନ୍ୟୁଜ): ଆଜି କିଟ୍ ପକ୍ଷରୁ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ । କିଟ୍ ଇଣ୍ଡୋର ଷ୍ଟାଡିୟମରେ କିଟ୍…

2 hours ago