ନବରଙ୍ଗପୁର ଭଣ୍ଡିମାଲ ଗାଁରେ ଅଭାବନୀୟ ଘଟଣା: ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ସ୍ୱାମୀର ଆତ୍ମହତ୍ୟା

ନବରଙ୍ଗପୁର : ସ୍ତ୍ରୀକୁ ହତ୍ୟା କରି ସ୍ୱାମୀର ଆତ୍ମହତ୍ୟା । ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ଥାନା ବାଙ୍କୁଲି ପଞ୍ଚାୟତ ଭଣ୍ଡିମାଲ ଗାଁରେ ଏହି ଘଟଣା ଦେଖିଯାଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି।

ମୃତ ସ୍ତ୍ରୀ ଜଣକ ହେଲେ ପାର୍ବତୀ ଜାନୀ, ସ୍ୱାମୀ ନୀଳଧର ଯାନୀ। ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗଛରେ ଦଉଡ଼ି ଲଗାଇ ସ୍ୱାମୀ ଆତ୍ମହତ୍ୟା କରିଛି। ଘଟଣାସ୍ଥଳରେ ପହଞ୍ଚି ପୋଲିସ ତଦନ୍ତ କରୁଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.