ରାଜ୍ୟ

ପତ୍ନୀହନ୍ତା ସ୍ଵାମୀଙ୍କୁ ୭ ବର୍ଷ ଜେଲ

ମୟୁରଭଞ୍ଜ(କେନ୍ୟୁଜ୍‌) :  ପତ୍ନୀହନ୍ତା ସ୍ଵାମୀଙ୍କୁ ୭ ବର୍ଷ ଜେଲ। ଜେଲ ଦଣ୍ଡାଦେଶ ଶୁଣାଇଲେ ମୟୁରଭଞ୍ଜ ଜିଲ୍ଲା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ । ଦୋଷୀ ସ୍ବାମୀ ହେଲେ ଝାରପୋଖରିଆ ଥାନା ଅନ୍ତର୍ଗତ ରୋଳାସାହି ଗ୍ରାମର ଧୁଣ୍ଡା ଓରଫ୍ ବଳରାମ ସିଂ । ୨୦୨୧ ମସିହାରେ ଘଟିଥିଲା ଘଟଣା। ପାରିବାରିକ କଲହରୁ ସ୍ତ୍ରୀକୁ ହତ୍ୟା କରିଥିଲା ସ୍ଵାମୀ।

ବାଙ୍ଗିରିପୋଷି ଥାନା ହାଣଦା ଗ୍ରାମରେ ନିଜ ବାପା ଘରେ ସ୍ତ୍ରୀ ରାଇବରି ସିଂ ଥିବା ବେଳେ ପିଟି ପିଟି ହତ୍ଯା କରିଥିଲା ସ୍ୱାମୀ ବଳରାମ। ଘଟଣାକୁ ନେଇ ବାଙ୍ଗିରିପୋଷି ଥାନାରେ ଶଶୁର ଲିଖିତ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ସ୍ୱାମୀକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏହି ମାମଲାର ବିଚାର କରି ୧୫ ଜଣ ସାକ୍ଷ୍ୟଙ୍କ ବୟାନ ଓ ଅନ୍ଯାନ୍ଯ ପ୍ରମାଣକୁ ଭିତ୍ତି କରି ଏହି ରାୟ ଶୁଣାଇଛନ୍ତି ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍‌ ଡ଼ ଦୀପକରନ ସାହୁ।

 

Niharanjan

Recent Posts

ସରପଞ୍ଚ ହେବା ପୂର୍ବରୁ ମୂଲ ଲାଗୁଥିଲେ, ଆଉ ଏବେବି ଶ୍ରମିକମାନଙ୍କ ସହ ମିଶି କରୁଛନ୍ତି ସେହି କାମ

ନୂଆପଡା(କେନ୍ୟୁଜ): ସାଧାରଣତଃ ନିର୍ବାଚନରେ ବିଜୟୀ ହେବା ପରେ ପ୍ରାୟତଃ ଜନପ୍ରତିନିଧିମାନେ ପ୍ରଚୁର ଅର୍ଥ ଉପାର୍ଜନ କରି ଗାଡି ଓ ବଙ୍ଗଳା…

7 mins ago

ଦୀର୍ଘ ସମୟ ହେଲା ନାଳରେ ଫସି ରହିଛନ୍ତି ୩ ହାତୀ, ଜାରି ରହିଛି ଉଦ୍ଧାର କାର୍ଯ୍ୟ

ନରସିଂହପୁର: ବିପଦରେ ଗଜରାଜ । ତାଙ୍କୁ ଦେଖିବା ପାଇଁ ଲୋକଙ୍କର ନାହିଁ ନଥିବା ଭିଡ଼ । କିଏ ହୋ ହୋ…

46 mins ago

ଜମି ଜମା ବିବାଦକୁ ନେଇ ଖଣ୍ଡାରେ ହାଣିଲା ବଡ଼ ଭାଇ, ଘଟଣାସ୍ଥଳରେ ସାନ ଭାଇର ମୃତ୍ୟୁ

ମୟୁରଭଞ୍ଜ : ଜମି ଜମା ବିବାଦକୁ ନେଇ କରୁଣ ପରିଣିତି । ସାନ ଭାଇକୁ ଖଣ୍ଡାରେ ହାଣିଲା ବଡ଼ ଭାଇ…

1 hour ago

ପାଟନା: ୧୭ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ଗଙ୍ଗା ନଦୀରେ ଓଲଟିଲା, ୬ ନିଖୋଜ; ଚାଲିଛି ରେସ୍‌କ୍ୟୁ ଅପରେସନ

ବିହାରରେ ବଡ଼ ଧରଣର ନୌକା ଦୁର୍ଘଟଣା । ପାଟନାର ବାଢ଼ରେ ଉମାନାଥ ଘାଟରେ ଏକ ଯାତ୍ରୀବାହୀ ଡଙ୍ଗା ଗଙ୍ଗା ନଦୀରେ…

1 hour ago

ହାତୀ ଆକ୍ରମଣରେ ମହିଳା ଗୁରୁତର, ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର : ହାତୀ ଆକ୍ରମଣରେ ମହିଳା ଗୁରୁତର । ଗୁରୁତର ମହିଳା ହେଲେ କାମାକ୍ଷାନଗର ପଶ୍ଚିମାଞ୍ଚଳ ରେଞ୍ଜ ମୁକ୍ତାପଶି ଗ୍ରାମର…

1 hour ago

୩୦ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

ବୌଦ୍ଧ ହରଭଙ୍ଗା : ବୌଦ୍ଧ ଅବକାରୀ ବିଭାଗର ଜିଲ୍ଲା ମୋବାଇଲ୍ ୟୁନିଟ୍ ପକ୍ଷରୁ ମହାନଦୀ ୫୭ ନମ୍ବର ଜାତୀୟ ରାଜପଥର…

2 hours ago