ରାଜ୍ୟ

କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ଶୋଇଥିବା ବେଳେ ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ

କେନ୍ଦୁଝର(କେନ୍ୟୁଜ୍): ପତ୍ନୀ ହନ୍ତା । ଶୋଇଥିବା ବେଳେ ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ । କେନ୍ଦୁଝର ଜିଲ୍ଲା ବଡବିଲ ଥାନା ଅନ୍ତର୍ଗତ ଦଗଦା ସାହିରେ ଏଭଳି ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ମୃତକ ହେଲେ ଭାମାଇ ମୁଣ୍ଡା । ଅଭିଯୁକ୍ତ ସ୍ୱାମୀ ମଙ୍ଗଲ ମୁଣ୍ଡାକୁ ଗିରଫ କରିଛି ପୋଲିସ । ଗତକାଲି ରାତିରେ କୌଣସି କାରଣକୁ ନେଇ ଘରେ ବସଚା ହୋଇଥିଲା ।

ରାତିରେ ସମସ୍ତେ ଶୋଇ ପଡ଼ିବା ପରେ ଭାମାଇଙ୍କୁ ହତ୍ୟା କରିଥିଲା ମଙ୍ଗଲ ମୁଣ୍ଡା । ଆଜି ରକ୍ତ ଜୁଡୁବୁଡୁ ଅବସ୍ଥାରେ ପରିବାର ଲୋକ ମୃତଦେହ ପାଇଥିଲେ । ସେମାନଙ୍କର ତିନି ଜଣ ପିଲା ଅଛନ୍ତି । ମାଆଙ୍କ ମୃତ୍ୟୁ ଓ ବାପା ଗିରଫ ପରେ ସେମାନେ ଅସହାୟ ହୋଇ ପଡିଛନ୍ତି ।

 

KNews Bureau

Recent Posts

ଆଜିର ରାଶିଫଳ: ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ବ୍ୟବସାୟ ଆଗକୁ ବଢାଇବେ

ମେଷ: ଦିନଟି ଆପଣଙ୍କର ଲାଭଦାୟକ ରହିବ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବାକୁ ପଡିବ । ପରିବାରରେ ସୁଖ ମିଳିବ…

10 mins ago

ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ ଭାବେ କିଟ୍ ଓ କିସର ନାଁ ଘୋଷଣା

ଭୁବନେଶ୍ୱର(କେନ୍ୟୁଜ୍‌): ଅନ୍ତର୍ଜାତୀୟ ଭଲିବଲ୍ ସଂଘ (ଏଫଆଇଭିବି) ପକ୍ଷରୁ ନୂଆ କରି ଗଠନ କରାଯାଇଥିବା ଏଫଆଇଭିବି ଭଲିବଲ୍ ଫାଉଣ୍ଡେସନର ପ୍ରତିଷ୍ଠାତା ସହଯୋଗୀ…

3 hours ago

ଘରର କବାଟ ଝରକା ଭାଙ୍ଗି ଟଙ୍କା, ସୁନା ଲୁଟିବା ସହ ଜୀବନ ନେଇଗଲେ ଦୃର୍ବୁତ୍ତ

ବୌଦ୍ଧ : ଅଧା ରହିଥିଲା ଘର କାମ ତେଣୁ ଘର କାମ କରିବା ପାଇଁ ବ୍ୟାଙ୍କରୁ ଟଙ୍କା ଆଣିଥିଲେ। ହେଲେ…

4 hours ago

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

4 hours ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

6 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

6 hours ago