Below header

ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କଲା ସ୍ୱାମୀ

ସ୍ତ୍ରୀକୁ ହାଣିଲା ସ୍ୱାମୀ । ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କରିଛି ସ୍ୱାମୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ ମହିଳାଙ୍କ ନାଁ ଲିଲି ଦଣ୍ଡପାଟ ।

ଜଳେଶ୍ୱର (କେନ୍ୟୁଜ୍): ସ୍ତ୍ରୀକୁ ହାଣିଲା ସ୍ୱାମୀ । ପାରିବାରିକ କଳହର କରୁଣ ପରିଣତି । ସ୍ତ୍ରୀକୁ କଟୁରୀରେ ହାଣି ହତ୍ୟା କରିଛି ସ୍ୱାମୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ଚାଲନ୍ତି ଗାଁରେ ଏହି ହତ୍ୟାକାଣ୍ଡ ଘଟିଛି । ମୃତ ମହିଳାଙ୍କ ନାଁ ଲିଲି ଦଣ୍ଡପାଟ ।

ଏହି ଘଟମାରେ ଅଭିଯୁକ୍ତ ସ୍ୱାମୀ ଅର୍ଜୁନ ଦଣ୍ଡପାଟକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । କୌଣସି କାରଣକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଯୁକ୍ତିତର୍କ ଓ କଳହ ହୋଇଥିଲା । ଏଥିରେ ଉତ୍ୟକ୍ତ ହୋଇ ସ୍ତ୍ରୀ ଲିଲିକୁ କଟୁରୀରେ ଆକ୍ରମଣ କରିଥିଲା ଅର୍ଜୁନ । ୧୦ ବର୍ଷର ଝିଅ ପଡ଼ୋଶୀକୁ ଜଣାଇଥିଲା । ପଡ଼ୋଶୀ ପୋଲିସକୁ ଖବର ଦେଇଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.