Below header

ସୈତାନ୍ ସ୍ୱାମୀ

ଭୁବନେଶ୍ବର: ସ୍ୱାମୀ ସାଜିଲା ସୈତାନ୍। ସ୍ତ୍ରୀର ତଣ୍ଟିଚିପି ହତ୍ୟା ଅଭିଯୋଗ। ଏଭଳି ଅଭାନୀୟ ଘଟଣା ଘଟିଛି ଖୋର୍ଦ୍ଧା ବେଗୁନିଆ ଥାନା ଅନ୍ତର୍ଗତ ଗଉଡ ନୂଆଗାଁରେ। ଯୌତୁକ ଜନିତ ହତ୍ୟାକାଣ୍ଡ ବୋଲି ମୃତ ମହିଳାଙ୍କ ବାପଘର ଲୋକ ଅଭିଯୋଗ କରିଛନ୍ତି। ବେଗୁନିଆ ଥାନା ପୋଲିସ ଘଟଣାର ତଦନ୍ତ ଚଳାଇଛି। ୪ ଦିନ ପୂର୍ବରୁ ମହିଳା ଜଣଙ୍କ ସ୍ୱାମୀ ଓ ଶାଶୁଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିଲେ। ଏବେ ତାଙ୍କ ମୃତ୍ୟୁକୁ ନେଇ ହତ୍ୟା ସନ୍ଦେହ ବଢ଼ିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.