Below header

ସ୍ତ୍ରୀକୁ ପଥରରେ ଛେଚି ହତ୍ୟାକଲା ସ୍ୱାମୀ

ଯାଜପୁର (କେନ୍ୟୁଜ୍) : ଯାଜପୁର ଜିଲ୍ଳା ବଡଚଣାର ତେଲିଗଡ ମୁଣ୍ଡାସାହିରେ ଘଟିଛି ଏହି ହତ୍ୟାକାଣ୍ଡ । ମୃତ ମହିଳାଙ୍କ ନାଁ କଦମ ପୂର୍ତ୍ତି । ଅଭିଯୁକ୍ତ ଲକ୍ଷ୍ମର ପୂର୍ତ୍ତିକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା ହୋଇଥିଲା । ଏଥିରେ ଉତକ୍ଷିପ୍ତ ହୋଇ ଲକ୍ଷ୍ମଣ ନିଜ ସ୍ତ୍ରୀକୁ ପଥରରେ ଛେଚି ହତ୍ୟା କରିଥିଲା । ବଡଚଣା ପୋଲିସ ଘଟଣାସ୍ଥଳରେ ପହଂଚି ଶବ ଜବତ କରିଥିଲା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.