ରାଜ୍ୟ

ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ: ସ୍ତ୍ରୀକୁ ଠେଙ୍ଗାରେ ପିଟି ନୃଶଂସ ଭାବେ ହତ୍ୟା କଲା ସ୍ବାମୀ

କାମାକ୍ଷାନଗର (କେନ୍ୟୁଜ ): କାମାକ୍ଷାନଗର-ପାରିବାରିକ କଳହରୁ ସ୍ୱାମୀର ଉନ୍ମତ୍ତ କାଣ୍ଡ। ଠେଙ୍ଗା ରେ ପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। ହତ୍ୟା ପରେ ବଡ଼ ଭାଇ ସହ ମିଶି ଘର ପଛ ପାଖ ଜଙ୍ଗଲ କୁ ପୋଡିବାକୁ ନେବା ବେଳେ ମୃତଦେହ ଜବତ କଲା ପୋଲିସ।

ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଆମ୍ବପାଳସ ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ମୃତ ମହିଳା ଜଣକ ହେଲେ ମମତା ଖଟୁଆ। ଅଭିଯୁକ୍ତ ସ୍ୱାମୀ ଅଷ୍ଟମ ଖଟୁଆ ଓ ବଡ଼ ଭାଇ ଶିବ ଖଟୁଆ କୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି ପୋଲିସ୍।

 

Barsha

Recent Posts

ଦ୍ୱାରଶୁଣି ଘାଟିରେ ପୁଣି ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ବାଇକ ଚାଳକ ମୃତ

ବାଙ୍ଗିରିପୋଷି(କେନ୍ୟୁଜ୍‌): ଦ୍ୱାରାଶୁଣି ଘାଟିରେ ପୁଣିଥରେ ଦୁର୍ଘଟଣା । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦ୍ୱାରାଶୁଣି ଘାଟିରେ ଅଜଣା ଗାଡି ଧକ୍କାରେ ବାଇକ…

13 mins ago

ଗଠନ ହେବ ନୂଆ ବିଧାନସଭା, ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର(କେନ୍ୟୁଜ୍‌): ବିଧାନସଭା ଭଙ୍ଗ ପାଇଁ ରାଜ୍ୟପାଳଙ୍କ ନିର୍ଦ୍ଦେଶ । ରାଜ୍ୟପାଳ ରଘୁବର ଦାଶ ୧୬ତମ ଓଡ଼ିଶା ବିଧାନସଭା ଭଙ୍ଗ ପାଇଁ…

32 mins ago

ୟୁରିକ୍ ଏସିଡ୍‌କୁ ନିୟନ୍ତ୍ରଣ କରିବ କଖାରୁ, ହାର୍ଟ ପାଇଁ ମଧ୍ୟ ହୋଇଥାଏ ଲାଭଦାୟକ

ଆଜିର ଖରାପ ଲାଇଫ୍‌ ଷ୍ଟାଇଲ୍‌ ଏବଂ ଖାଇବା ଅଭ୍ୟାସ ହେତୁ ଲୋକଙ୍କ ମଧ୍ୟରେ ୟୁରିକ୍ ଏସିଡ୍ ସମସ୍ୟା ଦ୍ରୁତ ଗତିରେ…

37 mins ago

କ୍ରିକେଟର ସମସ୍ତ ଫର୍ମାଟରୁ ସନ୍ନ୍ୟାସ ନେଲେ କେଦାର ଯାଦବ, ଫ୍ୟାନ୍ସଙ୍କୁ ଜଣାଇଲେ ଧନ୍ୟବାଦ

ଟି୨୦ ବିଶ୍ୱକପ ଚାଲିଥିବା ବେଳେ ଭାରତର ପ୍ରଥମ ମ୍ୟାଚ୍‌ ଜୁନ୍‌ ୫ ତାରିଖରେ ଖେଳାଯିବ । ଏହି ମ୍ୟାଚକୁ ଫ୍ୟାନ୍ସ…

39 mins ago

ଧର୍ମଶାଳା ଓ ରସୁଲପୁର ବ୍ଲକ ଅଫିସ୍ ରେ ଭଙ୍ଗାରୁଜା ଘଟଣାରେ ୨୦ ଗିରଫ

ଯାଜପୁର(କେନ୍ୟୁଜ୍‌): ଯାଜପୁର ଜିଲ୍ଲା ଧର୍ମଶାଳାରେ ମତଦାନ ପରେ ବ୍ଲକ ଅଫିସରେ ଭଙ୍ଗାରୁଜା ଘଟଣାରେ ୨୦ ଜଣ ଗିରଫ । ୨୦ଜଣଙ୍କୁ…

42 mins ago

ଦିଲ୍ଲୀ: ତାଜ୍‌ ଏକ୍ସପ୍ରେସ୍‌ରେ ଭୟାବହ ଅଗ୍ନିକାଣ୍ଡ, ଧୁ ଧୁ ହୋଇ ଜଳୁଛି ୪ଟି କୋଚ୍‌

ଦିଲ୍ଲୀର ଓଖଲା ରେଳ ଷ୍ଟେସନରେ ତାଜ୍‌ ଏକ୍ସପ୍ରେସରେ ଲାଗିଛି ଭୟାବହ ନିଆଁ । କୁହାଯାଉଛି ଯେ ଯେତେବେଳେ ତାଜ୍‌ ଏକ୍ସପ୍ରେସ…

54 mins ago