ପାରିବାରିକ କଳହକୁ କେନ୍ଦ୍ର କରି ସ୍ତ୍ରୀକୁ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଗରାପୁରରେ ଅଭାବନୀୟ ଘଟଣା। ସ୍ତ୍ରୀକୁ ହାଣି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ। ପାରିବାରିକ କଳହକୁ କେନ୍ଦ୍ର କରି ଏହି ଘଟଣା ଘଟିଥିବା ଜଣାପଡିଛି । ଗତକାଲି ବିଳମ୍ବିତ ରାତିରେ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହୋଇଥିଲା ।

ଯାହାଫଳରେ ଏଥିରେ ଉତ୍ୟକ୍ତ ହୋଇ କଟୁରୀରେ ସ୍ତ୍ରୀକୁ ହାଣି ହତ୍ୟା କରିଛି ସ୍ୱାମୀ । ପରେ ନିଜେ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ଗୁରୁତର ବୃଦ୍ଧ ଜଣଙ୍କୁ କେନ୍ଦ୍ରାପଡ଼ା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.