ରାଜ୍ୟ

ଘରୋଇ ଝଗଡ଼ାର କରୁଣ ପରିଣତି : ରାସ୍ତା ମଝିରେ ସ୍ତ୍ରୀକୁ ଛୁରାମାଡ଼ କଲା ସ୍ୱାମୀ

ରାୟଗଡ଼ା (କେନ୍ୟୁଜ): ରାସ୍ତା ମଝିରେ ସ୍ତ୍ରୀକୁ ଛୁରାମାଡ଼ । ଧାରୁଆ ଛୁରୀରେ ପେଟ ଓ ଛାତିକୁ ଆକ୍ରମଣ କଲା ନୃଶଂସ ସ୍ବାମୀ । ରାୟଗଡ଼ା ସହରର ନଦୀଖଣ୍ଡ ସାହିରେ ଏହି ଅଘଟଣ ଘଟିଛି । ସ୍ତ୍ରୀକୁ ଆହତ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଅଭିଯୋଗ ଅନୁସାରେ, କୌଣସି କାରଣରୁ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଘର ଭିତରେ ଝଗଡ଼ା ହୋଇ ଦାଣ୍ଡ ବାହାରକୁ ଆସି ପୁଣି ପାଟିତୁଣ୍ଡ କରୁଥିଲେ । ଏତିକି ବେଳେ ସ୍ବାମୀ ସ୍ତ୍ରୀକୁ ଛୁରା ମାଡ଼ କରି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା । ଫଳରେ ସ୍ତ୍ରୀ ଗୁରୁତର ଅବସ୍ଥାର ଚିତ୍କାର କରୁଥିବା ବେଳେ ସାହି ଲୋକେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି ରାୟଗଡ଼ା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଘଟଣାର ଖବର ପାଇ ପୋଲିସ ମେଡ଼ିକାଲରେ ପହଞ୍ଚି ତଦନ୍ତ କରୁଛି ।

 

 

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

5 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

7 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

7 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

7 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

8 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

8 hours ago