ରାଜ୍ୟ

ପାରିବାରିକ କଳହର କରୁଣ ପରିଣତି: ନବଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ,ସ୍ତ୍ରୀ ମୃତ ଓ ସ୍ୱାମୀ ଗୁରୁତର

ବାଲେଶ୍ବର(କେନ୍ୟୁଜ):  ନବଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ । ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ବାଲେଶ୍ୱର ଜିଲ୍ଲା ଖଇରା ଥାନା ରଇଁତରା ଗାଁରେ ଅଭାବନୀୟ ଘଟଣା ଘଟିଛି। ମୃତ ମହିଳା ହେଲେ ପୂଜା ଜେନା ।

ଗତ ଏକ ମାସ ତଳେ କୈଳାସ ଜେନାଙ୍କୁ ବିବାହ କରିଥିଲେ । ବାହାଘର ପରଠୁ କୌଣସି କାରଣରୁ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହେଉଥିବା ଜଣାପଡିଛି। ଆଜି ମହିଳା ଶାଢୀ ଲଗାଇ ଆତ୍ମହତ୍ୟା କରିଥିବାବେଳେ ସ୍ୱାମୀ ବିଦ୍ୟୁତ ଟ୍ରାନ୍ସଫର୍ମର ଧରି ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି।

 

KNews Bureau

Recent Posts

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 min ago

ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ

ପୁରୀ: ଆଜି ଅନୁଷ୍ଠିତ ହେବ ରଥଯାତ୍ରାର ଦ୍ୱିତୀୟ ସମନ୍ୱୟ ବୈଠକ । ପୁରୀ ପୌରସଦନ ଠାରେ ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ…

9 mins ago

ଜାଣନ୍ତୁ ସୁନା ଦର କେତେ ରହିଛି ଆଜି

ଜାଣନ୍ତୁ, କେତେ ରହିଛି ଆଜି ସୁନା ଦର । ଯଦି ଆପଣ ବିବାହ ସିଜିନରେ ଶସ୍ତାରେ ସୁନା କିଣିବାକୁ ଚାହାଁନ୍ତି…

24 mins ago

ଭିଜିଲାନ୍ସ ଜାଲରେ ଆରଆଇ: ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଲେ

ଭଞ୍ଜନଗର: ଭିଜିଲାନ୍ସ ଜାଲରେ ଆରଆଇ । ୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ । ଗଂଜାମ…

30 mins ago

ବାଲେଶ୍ଵରରେ ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର

ବାଲେଶ୍ଵର: ହଟିଲା ଦିନ କର୍ଫ୍ୟୁ, ରାତି କର୍ଫ୍ୟୁ ବଳବତ୍ତର । ବାଲେଶ୍ଵରରେ ଆଜିଠୁ ରାତ୍ରିକାଳୀନ କର୍ଫ୍ୟୁ । ରାତି ୯ଟାରୁ…

44 mins ago

ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ…

1 hour ago