Below header

ଅଟୋକୁ ଧକ୍କା ଦେଲା ହାଇୱା, ୫ ମୃତ

ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ତେଲେନଡିହି ଛକ ଠାରୁ ଅନତି ଦୂରରେ ଅଟୋକୁ ଧକ୍କା ଦେଲା ହାଇୱା । ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି ।

ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ତେଲେନଡିହି ଛକ ଠାରୁ ଅନତି ଦୂରରେ ଅଟୋକୁ ଧକ୍କା ଦେଲା ହାଇୱା । ଫଳରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଧକ୍କା ହେବା ପରେ ଅଟୋ ଓ ହାଇୱା ଦୁଇଟି ଯାକ ଗାଡ଼ି ୧୫ ଫୁଟ ତଳକୁ ଧାନ ବିଲରେ ଖସି ପଡ଼ିଛି । ଆଉ କେହି ଅଟୋ ତଳେ ଚାପି ହୋଇଥିବା ସନ୍ଦେହ କରି ଜେସିବି ସାହାଯ୍ୟରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.