ରାଜ୍ୟ

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ, ମୋ ସ୍ବାସ୍ଥ୍ୟ ବେଶ ଭଲ ଅଛି

ବିରୋଧୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଡା ଜବାବ। ନିଜ ସ୍ବାସ୍ଥ୍ୟବସ୍ଥାକୁ ନେଇ ଚାଲିଥିବା ଗୁଜବ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ କହିଛନ୍ତି ବିରୋଧୀଙ୍କ ମିଛ କଥାରେ ସୀମା ରହୁନି। ଯେମିତି ଆପଣ ଦେଖିପାରୁଛନ୍ତି ମୋର ସ୍ବାସ୍ଥ୍ୟବସ୍ଥା ବେଶ ଭଲ ଅଛି। ମାସ ମାସ ଧରି ସାରା ରାଜ୍ୟରେ ମୁଁ ନିର୍ବାଚନ ପ୍ରଚାର କରି ଆସୁଛି। ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ ।

ଅପପ୍ରଚାରକାରୀଙ୍କୁ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଜବାବ । ସେ ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି । ବିଜେପି ତାଙ୍କ ସ୍ବାସ୍ଥ୍ୟକୁ ନେଇ ଅପପ୍ରଚାର କରୁଥିବା କହିଛନ୍ତି ନବୀନ । ବାରିପଦାରେ ବିଜେଡି ପ୍ରଚାର ସମାବେଶ ପରେ ଖୋଦ ମୁଖ୍ଯମନ୍ତ୍ରୀ ବିଜେପିର ମିଛ ପ୍ରଚାରକୁ ନନ୍ଦା କରିଛନ୍ତି ।

 

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

19 mins ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

2 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

2 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

2 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

3 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

3 hours ago