Below header

କୃଷି ଉଦ୍ୟାନ ବିଭାଗର ନିଲମ୍ବିତ ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ, ସର୍ତ୍ତମୂଳକ ବେଲ୍‌ ଦେଲେ ହାଇକୋର୍ଟ

କେନ୍ୟୁଜ୍(ବ୍ୟୁରୋ):  କୃଷି ଉଦ୍ୟାନ ବିଭାଗର ନିଲମ୍ବିତ ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କୁ ମିଳିଲା ଜାମିନ । ତାଙ୍କୁ ସର୍ତ୍ତମୂଳକ ବେଲ୍‌ ପ୍ରଦାନ କରିଛନ୍ତି ହାଇକୋର୍ଟ । କଣ ରହିବ ସର୍ତ୍ତ ନିମ୍ନ ଅଦାଲତ ସ୍ଥିର କରିବେ ବୋଲି ହାଇକୋର୍ଟ କହିଛନ୍ତି । ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ବିଜୟ କେତନ ଉପାଧ୍ୟାୟଙ୍କୁ ଗିରଫ କରିଥିଲା ଭିଜିଲାନ୍ସ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.