କେନ୍ଯୁଜ (ବ୍ୟୁରୋ) : ତପ୍ତପାଣି ଘାଟିରେ ବସ୍ ଦୁର୍ଘଟଣାରେ ମୃତ ବ୍ୟକ୍ତି ମାନଙ୍କ ପରିଚୟ ମିଳିଛି। ମୃତକମାନେ ହେଲେ ପୁଟବଗଡ଼ର ଝୁନୁ ବେହେରା, ରାୟଗଡ଼ା ଜେକେପୁରର ବିଦ୍ୟୁତ ନାୟକ, ପୁରୁଷୋତ୍ତମପୁରର ଏଲ୍. ରମେଶ ବେହେରା, କବିସୂର୍ଯ୍ୟନଗରର କରିସ୍ମା ନାୟକ, ବ୍ରହ୍ମପୁରର ସୁନୀଲ ନାୟକ, କରପଡ଼ାର ସୁବାସିନୀ ମହାରଣା, ରାୟଗଡ଼ାର ସଂଘମିତ୍ରା ମହାପାତ୍ର ଓ ଅନେ୍ଵଷା ମହାପାତ୍ର।
ଭୁବନେଶ୍ୱର: ଦିଲ୍ଲୀ ଯିବା ପୂର୍ବରୁ କୃଷି ବିଭାଗର ସମୀକ୍ଷା କଲେ କୃଷି ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…
ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…
କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…
ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…
ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…
ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…