ରାଜ୍ୟ

କ୍ରିକେଟକୁ କ୍ୟାରିୟର କରିବାକୁ ଚାହୁଁଥିବା ଯୁବକ ଓ ଯୁବତୀଙ୍କ ପାଇଁ ଖୁସି ଖବର, ଖୋର୍ଦ୍ଧା ବରୁଣେଇରେ ଖୋଲିଲା ଆଇଆଇଜି କ୍ରିକେଟ୍‌ ଏକାଡେମୀ

କେନ୍ୟୁଜ୍(ବ୍ୟୁରୋ): କ୍ରିକେଟକୁ କ୍ୟାରିୟର କରିବାକୁ ଚାହୁଁଥିବା ଯୁବକ ଓ ଯୁବତୀଙ୍କ ପାଇଁ ଖୁସି ଖବର । ଖୋର୍ଦ୍ଧା ଜିଲ୍ଲାର ବରୁଣେଇରେ ଉଦଘାଟିତ ହୋଇଛି ଆଇଆଇଜି କ୍ରିକେଟ୍‌ ଏକାଡେମୀ । ଏହି କ୍ରିକେଟ୍‌ ଏକାଡେମୀକୁ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ୟାପଟେନ୍‌ ମହମ୍ମଦ ଆଜାରୁଦ୍ଦିନ ଉଦଘାଟନ କରିଛନ୍ତି । ଯେଉଁଥିରେ ଆର୍ଟ ଷ୍ଟାଡିୟମ୍‌, ଅଭ୍ୟାସ ଗ୍ରାଉଣ୍ଡ, ଆବାସିକ ସୁବିଧା ସହ ଅନ୍ୟାନ୍ୟ ଆଧୁନିକ ସୁବିଧା ଯୋଗାଇ ଦିଆଯିବ ।

ଆଜାରୁଦ୍ଦିନ ଏହାର ନେତୃତ୍ୱ ନେବା ସହ ପରାମର୍ଶ ଦେବେ । KT ଗ୍ଲୋବାଲ ସ୍କୁଲ ପରିସରରେ ଏହି କ୍ରିକେଟ ଏକାଡେମୀ ରହିଛି । ଆଇଆଇଜି କ୍ରିକେଟ୍‌ ଏକାଡେମୀର ମୂଳ ଉଦ୍ଦେଶ୍ୟ ହେଉଛି ଜାତୀୟ ତଥା ଆନ୍ତର୍ଜାତୀୟ ସ୍ତରରେ ଓଡ଼ିଶାର ଲୁକ୍କାୟିତ କ୍ରୀଡା ପ୍ରତିଭାକୁ ଲୋକଲୋଚନକ ଆଣିବା । ଯାହାଫଳରେ ଓଡ଼ିଶାର ଖେଳାଳି ଜାତୀୟ ଓ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଖେଳିବାକୁ ସୁଯୋଗ ପାରିବେ ବୋଲି ଆଝାରୁଦ୍ଦିନ କହିଛନ୍ତି ।

 

KNews Bureau

Recent Posts

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ଦେହାନ୍ତ, ଦୁଃଖ ବ୍ୟକ୍ତ କଲେ ସିଏମ୍‌ ଯୋଗୀ

ଅଯୋଧ୍ୟା ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା କରାଇଥିବା ମୁଖ୍ୟ ଆଚାର୍ଯ୍ୟ ଲକ୍ଷ୍ମୀକାନ୍ତ ଦୀକ୍ଷିତଙ୍କ ୯୦ ବର୍ଷ ବୟସରେ ଦେହାନ୍ତ ହୋଇଛି…

4 mins ago

ଅଲାରନାଥଙ୍କ ଅଣସର ଦର୍ଶନ କରିବେ ଭକ୍ତ, ଏବେ ଠାରୁ ଛୁଟିଲାଣି ଭକ୍ତଙ୍କ ସୁଅ

ବ୍ରହ୍ମଗିରି(କେନ୍ୟୁଜ): ସ୍ନାନ ପୂର୍ଣ୍ଣିମା ଦିନ ୧୦୮ ସୁବାସିତ ଜଳରେ ସ୍ନାନ କରିବା ପରେ ସବୁ ବର୍ଷ ପରି ଚଳିତ ବର୍ଷ…

18 mins ago

ରାସ୍ତାରେ ଜଳିଗଲା ବାଇକ, ନିଆଁକୁ ଆୟତ୍ତ କଲେ ଅଗ୍ନିଶମ ବିଭାଗ

ଆଠମଲ୍ଲିକ: ଆଠମଲ୍ଲିକ ନିକଟସ୍ଥ ମାଳିପଦର ଗ୍ରାମ ନିକଟ ପୂର୍ତ୍ତ  ରାସ୍ତାରେ ଜଳିଗଲା ବାଇକ | ପ୍ରକାଶ ଯେ,  ଆଠମଲ୍ଲିକ  କିଆକଟା…

24 mins ago

ସ୍ୱାତି ମାଲିଓ୍ଵାଲଙ୍କୁ ମାଡ଼ ମାମଲା: ଜୁଲାଇ ୬କୁ ବୃଦ୍ଧି ପାଇଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ

ବଢ଼ିଲା ବିଭବ କୁମାରଙ୍କ ନ୍ୟାୟିକ ହେପାଜତ । ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ସାଂସଦ ସ୍ୱାତି…

54 mins ago

ସୋନାକ୍ଷୀଙ୍କ ବିବାହ ପାଇଁ ସୁନ୍ଦର ଭାବେ ସଜାଯାଇଛି ଶତ୍ରୁଘ୍ନ ସିହ୍ନା ଘର, ସାମ୍ନାକୁ ଆସିଲା ଫଟୋ

ସୋନାକ୍ଷୀ ସିହ୍ନା ଏବଂ ଜାହିର ଇକବାଲଙ୍କ ବିବାହକୁ ନେଇ ଅନେକ ଦିନ ହେବ ସୋସିଆଲ ମିଡିଆରେ ଖୁବ୍‌ ଚର୍ଚ୍ଚା ଚାଲିଛି…

1 hour ago

ଠାଣେ: ଫୁଟବଲ୍‌ ଟର୍ଫ ଉପରେ ଖସିପଡ଼ିଲା ଟିଣ ଶେଡ୍‌, ୯ ଜଣ ପିଲା ଆହତ; ଅନେକ ଗୁରୁତର

ମହାରାଷ୍ଟ୍ରର ଠାଣେର ଉପବନ ଅଞ୍ଚଳରେ ଶୁକ୍ରବାର ରାତିରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏଠାରେ ଥିବା ଫୁଟବଲ୍‌ ଟର୍ଫ…

3 hours ago