ଅନୁଗୁଳ(କେନ୍ୟୁଜ୍): ଚାରି ଦିନ ହେବ ହାତୀ ଛୁଆ ଅସୁସ୍ଥ । ପୋଖରୀରେ ତିନି ଦିନ ରହିବା ପରେ ହାତୀ ଛୁଆକୁ ଉଦ୍ଧାର କରାଯାଇଛି । ଅନୁଗୋଳ ଜିଲ୍ଲା ବନ୍ତଳା ରେଞ୍ଜ ମହିଧରପୁର ଜଙ୍ଗଲରେ ଘଟିଛି ଏହି ଘଟଣା ।
ବନବିଭାଗ ହାତୀର ସ୍ୱାସ୍ଥ୍ୟ ଉପରେ ନଜର ରଖିଛି । ସାତକୋଶିଆ ବନ୍ୟପ୍ରାଣୀ ଚିକିତ୍ସକ, ACF, ରେଞ୍ଜର ଟ୍ରଙ୍କୁଲାଇଜ୍ କରି ଔଷଧ ଦେଇ ଚିକିତ୍ସିତ କରୁଛନ୍ତି । ହାତୀ ଛୁଆଟି ସୁସ୍ଥ ହେବା ପରେ ମାଆ ହାତୀ ଆସି ଛୁଆଟିକୁ ନେଇଯାଇପାରେ ବୋଲି ଅନୁମାନ କରାଯାଉଛି ।
ଛୋଟ ଛୋଟ ବ୍ରାଉନ୍ କଲର ଅଳସୀ ମଞ୍ଜି ଏକ ସୁପରଫୁଡ୍ ଠାରୁ କମ୍ ନୁହେଁ । ଅଳସୀରେ ପ୍ରୋଟିନ ଭରପୂର…
ଟି-୨୦ ବିଶ୍ୱକପ୍ ୨୦୨୪ରେ ଭାରତ ଏବଂ ପାକିସ୍ତାନ ଦଳ ମଧ୍ୟରେ ରବିବାର ଏକ ରୋମାଞ୍ଚକର ମ୍ୟାଚ୍ ଖେଳାଯାଇଥିଲା । ଏହି…
ଚାନ୍ଦବାଲି (କେନ୍ୟୁଜ) : ପୁଅ ଭଲ ପାଠ ପଢ଼ୁଥିଲା । ପୁଅକୁ ନେଇ ମାଆ ବାପାଙ୍କର ଥିଲା ଅନେକ ଆଶା…
ନରସିଂହପୁର (କେନ୍ୟୁଜ୍): ବଡମ୍ବା ଥାନା ଅନ୍ତର୍ଗତ ଭଟ୍ଟାରିକା ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକକୁ ପିଟିଲା…
ସୋର (କେନ୍ୟୁଜ) : ସବୁଦିନ ପରି ଆଜି ବି ଗାଡି ଚଲାଇ ଯାଉଥିଲେ । କିନ୍ତୁ ଏଥର ଭାରି ହେଇଗଲା…
ଭୁବନେଶ୍ୱର(କେନ୍ୟୁଜ୍): ପଶ୍ଚିମ ଓଡ଼ିଶା ସମେତ ଏକାଧିକ ସ୍ଥାନରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ଏସଆରସିଙ୍କ ପକ୍ଷରୁ ଆଡଭାଇଜରୀ ଜାରି ହୋଇଛି…